2 Samuel 11:7 — Compare Translations
5 translations compared side by side
Odia - 1840
"ତେଣୁ ଊରିଯ ଆସି ପହଁଞ୍ଚିବା ପରେ ଦାଉଦ ତାଙ୍କୁ ଯୋୟାବର କକ୍ସ୍ଟଶଳବାର୍ତ୍ତା ଓ ଲୋକମାନଙ୍କର କକ୍ସ୍ଟଶଳବାର୍ତ୍ତା ଓ ୟକ୍ସ୍ଟଦ୍ଧର କକ୍ସ୍ଟଶଳବାର୍ତ୍ତା ପଚାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଊରୀୟ ଉପସ୍ଥିତ ହୁଅନ୍ତେ, ଦାଉଦ ତାହାକୁ ଯୋୟାବର କୁଶଳ ବାର୍ତ୍ତା ଓ ଲୋକମାନଙ୍କର କୁଶଳ ବାର୍ତ୍ତା ଓ ଯୁଦ୍ଧର କୁଶଳ ବାର୍ତ୍ତା ପଚାରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଊରିୟ ଆସି ପହଞ୍ଚିବା ପରେ ଦାଉଦ ତାଙ୍କୁ ଯୋୟାବର କୁଶଳବାର୍ତ୍ତା ଓ ଲୋକମାନଙ୍କର କୁଶଳବାର୍ତ୍ତା ଓ ଯୁଦ୍ଧର କୁଶଳବାର୍ତ୍ତା ପଗ୍ଭରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଊରୀୟ ଉପସ୍ଥିତ ହୁଅନ୍ତେ, ଦାଉଦ ତାହାକୁ ଯୋୟାବର କୁଶଳବାର୍ତ୍ତା ଓ ଲୋକମାନଙ୍କର କୁଶଳବାର୍ତ୍ତା ଓ ଯୁଦ୍ଧର କୁଶଳବାର୍ତ୍ତା ପଚାରିଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ଊରୀୟ ଉପସ୍ଥିତ ହୁଅନ୍ତେ, ଦାଉଦ ତାହାକୁ ଯୋୟାବର କୁଶଳ ବାର୍ତ୍ତା ଓ ଲୋକମାନଙ୍କର କୁଶଳ ବାର୍ତ୍ତା ଓ ଯୁଦ୍ଧର କୁଶଳ ବାର୍ତ୍ତା ପଚାରିଲେ।