2 Samuel 11:8 — Compare Translations

5 translations compared side by side

Odia - 1840
"ତା'ପରେ ଦାଉଦ ଊରିଯକକ୍ସ୍ଟ କହିଲେ ଠିକ୍ ଅଛି, ବର୍ତ୍ତମାନ ତୁମ୍ଭେ ଗୃହକକ୍ସ୍ଟ ୟାଇ ବିଶ୍ରାମ ନିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ଊରୀୟକୁ କହିଲେ, ଆପଣା ଗୃହକୁ ଯାଇ ପାଦ ପ୍ରକ୍ଷାଳନ କର । ତହିଁରେ ଊରୀୟ ରାଜଗୃହରୁ ବାହାରିଗଲା, ପୁଣି ତାʼ ପଛେ ପଛେ ରାଜାଙ୍କ ନିକଟରୁ ଖାଦ୍ୟଦ୍ରବ୍ୟ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦାଉଦ ଊରିୟକୁ କହିଲେ ଠିକ୍ ଅଛି, “ବର୍ତ୍ତମାନ ତୁମ୍ଭେ ଗୃହକୁ ଯାଇ ବିଶ୍ରାମ ନିଅ।” ତା’ପରେ ଊରିୟ ରାଜାଙ୍କ ପାଖରୁ ଗ୍ଭଲିଗଲା। ରାଜା ଊରିୟଙ୍କ ପାଖକୁ କିଛି ଉପହାର ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଦାଉଦ ଊରୀୟକୁ କହିଲେ, “ଆପଣା ଗୃହକୁ ଯାଇ ପାଦ ପ୍ରକ୍ଷାଳନ କର।” ତହିଁରେ ଊରୀୟ ରାଜଗୃହରୁ ବାହାରିଗଲା, ପୁଣି ତାʼ ପଛେ ପଛେ ରାଜାଙ୍କ ନିକଟରୁ ଉପହାର ଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଦାଉଦ ଊରୀୟକୁ କହିଲେ, “ଆପଣା ଗୃହକୁ ଯାଇ ପାଦ ପ୍ରକ୍ଷାଳନ କର।” ତହିଁରେ ଊରୀୟ ରାଜଗୃହରୁ ବାହାରିଗଲା, ପୁଣି ତା’ ପଛେ ପଛେ ରାଜାଙ୍କ ନିକଟରୁ ଉପହାର ଗଲା।