2 Samuel 11:9 — Compare Translations

5 translations compared side by side

Odia - 1840
"କିନ୍ତୁ ଊରିଯ ଗୃହକକ୍ସ୍ଟ ଗଲେ ନାହିଁ। ସେ ରାଜାଙ୍କର ଦାସମାନଙ୍କ ସହିତ ରାଜ ଗୃହ ଦ୍ବାର ରେ ଶଯନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଊରୀୟ ଆପଣା ପ୍ରଭୁର ଦାସଗଣ ସହିତ ରାଜଗୃହ ଦ୍ଵାରରେ ଶୟନ କଲା, ଆଉ ଆପଣା ଗୃହକୁ ଗଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଊରିୟ ଗୃହକୁ ଗଲା ନାହିଁ। ସେ ରାଜାଙ୍କର ଦାସମାନଙ୍କ ସହିତ ରାଜ ଗୃହ ଦ୍ୱାରରେ ଶୟନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଊରୀୟ ଆପଣା ପ୍ରଭୁର ଦାସଗଣ ସହିତ ରାଜଗୃହ ଦ୍ୱାରରେ ଶୟନ କଲା, ଆଉ ଆପଣା ଗୃହକୁ ଗଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଊରୀୟ ଆପଣା ପ୍ରଭୁର ଦାସଗଣ ସହିତ ରାଜଗୃହ ଦ୍ୱାରରେ ଶୟନ କଲା, ଆଉ ଆପଣା ଗୃହକୁ ଗଲା ନାହିଁ।