2 Samuel 12:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଦାଉଦଙ୍କ ନିକଟକକ୍ସ୍ଟ ନାଥନକକ୍ସ୍ଟ ପଠାଇଲେ। ନାଥନ ୟାଇ ଦାଉଦଙ୍କକ୍ସ୍ଟ କହିଲେ, ଏକ ନଗର ରେ ଦକ୍ସ୍ଟଇଜଣ ଲୋକ ଥିଲେ। ସେଥି ମଧ୍ଯରକ୍ସ୍ଟ ଜଣେ ଥିଲେ ଧନୀ ଓ ଅନ୍ୟ ଜଣକ ଥିଲେ ଗରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନଙ୍କୁ ପ୍ରେରଣ କଲେ । ତହୁଁ ସେ ତାଙ୍କ ନିକଟକୁ ଆସି ତାଙ୍କୁ କହିଲେ, ଏକ ନଗରରେ ଦୁଇ ଲୋକ ଥିଲେ; ଜଣେ ଧନୀ ଓ ଜଣେ ଦରିଦ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ନାଥନ ଦାଉଦଙ୍କ ସହିତ ଆଳାପ କଲେ ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନକୁ ପଠାଇଲେ। ନାଥନ ଯାଇ ଦାଉଦଙ୍କୁ କହିଲେ, “ଏକ ନଗରରେ ଦୁଇଜଣ ଲୋକ ଥିଲେ। ସେଥି ମଧ୍ୟରୁ ଜଣେ ଥିଲେ ଧନୀ ଓ ଅନ୍ୟ ଜଣକ ଥିଲେ ଗରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନଙ୍କୁ ପ୍ରେରଣ କଲେ। ତହୁଁ ସେ ତାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏକ ନଗରରେ ଦୁଇ ଲୋକ ଥିଲେ; ଜଣେ ଧନୀ ଓ ଜଣେ ଦରିଦ୍ର।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନଙ୍କୁ ପ୍ରେରଣ କଲେ। ତହୁଁ ସେ ତାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏକ ନଗରରେ ଦୁଇ ଲୋକ ଥିଲେ; ଜଣେ ଧନୀ ଓ ଜଣେ ଦରିଦ୍ର।