2 Samuel 12:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏକଥା କହନ୍ତି, 'ମୁ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ବିପତ୍ତି ଆଣିବାକକ୍ସ୍ଟ ଯାଉଅଛି ଏବଂ ଏବା ତକ୍ସ୍ଟମ୍ଭ ପରିବାରରକ୍ସ୍ଟ ଆସିବ। ମୁ ତୁମ୍ଭର ସ୍ତ୍ରୀମାନଙ୍କୁ ନଇୟିବେି ଓ ତୁମ୍ଭର ଅତି ନିଜର ଲୋକକୁ ଦବେି। ସେ ସମାନଙ୍କେ ସହିତ ଶଯନ କରିବ ଏବଂ ପ୍ରେତ୍ୟକକ ତାହା ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭ ନିଜ ବଂଶରୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳ ଉତ୍ପନ୍ନ କରିବା ଓ ଆମ୍ଭେ ତୁମ୍ଭ ଭାର୍ଯ୍ୟାମାନଙ୍କୁ ତୁମ୍ଭ ସମ୍ମୁଖରେ ନେଇ ତୁମ୍ଭ ଆତ୍ମୀୟକୁ ଦେବା; ତହିଁରେ ସେ ଏହି ସୂର୍ଯ୍ୟ ସମ୍ମୁଖରେ ତୁମ୍ଭ ଭାର୍ଯ୍ୟାଗଣ ସହିତ ଶୟନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ଏ କଥା କହନ୍ତି, ‘ମୁଁ ତୁମ୍ଭ ବିରୁଦ୍ଧରେ ବିପତ୍ତି ଆଣିବାକୁ ଯାଉଅଛି ଏବଂ ଏବା ତୁମ୍ଭ ପରିବାରରୁ ଆସିବ। ମୁଁ ତୁମ୍ଭର ସ୍ତ୍ରୀମାନଙ୍କୁ ନେଇଯିବି ଓ ତୁମ୍ଭର ଅତି ନିଜର ଲୋକକୁ ଦେବି। ସେ ସେମାନଙ୍କ ସହିତ ଶୟନ କରିବ ଏବଂ ପ୍ରତ୍ୟେକ ତାହା ଜାଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭ ନିଜ ବଂଶରୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳ ଉତ୍ପନ୍ନ କରିବା ଓ ଆମ୍ଭେ ତୁମ୍ଭ ଭାର୍ଯ୍ୟାମାନଙ୍କୁ ତୁମ୍ଭ ସମ୍ମୁଖରେ ନେଇ ତୁମ୍ଭ ଆତ୍ମୀୟକୁ ଦେବା; ତହିଁରେ ସେ ପ୍ରକାଶ୍ୟରେ ତୁମ୍ଭ ଭାର୍ଯ୍ୟାଗଣ ସହିତ ଶୟନ କରିବ।
Odia IRV 2017 (ଓଡିଆ ବାଇବେଲ)