2 Samuel 12:14 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭେ ଏହି କକ୍ସ୍ଟକର୍ମ କରି ସଦାପ୍ରଭୁଙ୍କୁ ବହକ୍ସ୍ଟତ ଅସମ୍ମାନ ଦଖାଇେଅଛ। ତେଣୁ ଜନ୍ମ କରୁଥିବା ପକ୍ସ୍ଟତ୍ରଗଣ ନିଶ୍ଚଯ ମରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଏହି କର୍ମ ଦ୍ଵାରା ନିନ୍ଦା କରିବା ପାଇଁ ସଦାପ୍ରଭୁଙ୍କ ଶତ୍ରୁମାନଙ୍କୁ ତୁମ୍ଭେ ନିତା; ସୁଯୋଗ ଦେଇଅଛ, ଏହେତୁ ତୁମ୍ଭର ଏହି ଯେ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ଏହି କୁକର୍ମ କରି ସଦାପ୍ରଭୁଙ୍କୁ ବହୁତ ଅସମ୍ମାନ ଦେଖାଇଅଛ। ତେଣୁ ଜନ୍ମ କରୁଥିବା ପୁତ୍ରଗଣ ନିଶ୍ଚୟ ମରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଏହି କର୍ମ ଦ୍ୱାରା ତୁମ୍ଭେ ସଦାପ୍ରଭୁଙ୍କୁ ନିନ୍ଦା କରିଅଛ, ଏହେତୁ ତୁମ୍ଭର ଏହି ଯେଉଁ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ।”
Odia IRV 2017 (ଓଡିଆ ବାଇବେଲ)
ତଥାପି ଏହି କର୍ମ ଦ୍ୱାରା ତୁମ୍ଭେ ସଦାପ୍ରଭୁଙ୍କୁ ନିନ୍ଦା କରିଅଛ, ଏହେତୁ ତୁମ୍ଭର ଏହି ଯେଉଁ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ।”