2 Samuel 12:15 — Compare Translations
5 translations compared side by side
Odia - 1840
"ତା'ପରେ ନାଥନ ଗୃହକକ୍ସ୍ଟ ଫରେିଗଲେ। ସଦାପ୍ରଭୁ ଊରିଯର ସ୍ତ୍ରୀଠାରକ୍ସ୍ଟ ଜନ୍ମ ଦାଉଦର ସନ୍ତାନକକ୍ସ୍ଟ ଅତ୍ଯନ୍ତ ପୀଡିତ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ନାଥନ ଆପଣା ଗୃହକୁ ଚାଲିଗଲେ । ଅନନ୍ତର ସଦାପ୍ରଭୁ ଊରୀୟର ଭାର୍ଯ୍ୟାଠାରୁ ଜାତ ଦାଉଦଙ୍କର ପୁତ୍ରକୁ ଆଘାତ କରନ୍ତେ, ସେ ଅତ୍ୟ; ପୀଡ଼ିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଓ ବତ୍ଶେବାଙ୍କ ପିଲାର ମୃତ୍ୟୁ ତା’ପରେ ନାଥନ ଗୃହକୁ ଫେରିଗଲେ। ସଦାପ୍ରଭୁ ଊରିୟର ସ୍ତ୍ରୀଠାରୁ ଜନ୍ମ ଦାଉଦର ସନ୍ତାନକୁ ଅତ୍ୟନ୍ତ ପୀଡ଼ିତ କରି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ନାଥନ ଆପଣା ଗୃହକୁ ଚାଲିଗଲେ। ଏଥିଉତ୍ତାରେ ସଦାପ୍ରଭୁ ଊରୀୟର ଭାର୍ଯ୍ୟାଠାରୁ ଜାତ ଦାଉଦଙ୍କର ପୁତ୍ରକୁ ଆଘାତ କରନ୍ତେ, ସେ ଅତ୍ୟନ୍ତ ପୀଡ଼ିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ନାଥନ ଆପଣା ଗୃହକୁ ଚାଲିଗଲେ। ଏଥିଉତ୍ତାରେ ସଦାପ୍ରଭୁ ଊରୀୟର ଭାର୍ଯ୍ୟାଠାରୁ ଜାତ ଦାଉଦଙ୍କର ପୁତ୍ରକୁ ଆଘାତ କରନ୍ତେ, ସେ ଅତ୍ୟନ୍ତ ପୀଡ଼ିତ ହେଲା।