2 Samuel 12:16 — Compare Translations

5 translations compared side by side

Odia - 1840
"ଦାଉଦ ବାଳକ ନିମନ୍ତେ ପରମେଶ୍ବରଙ୍କ ନିକଟରେ ନିବଦନେ କଲେ ଓ ଦାଉଦ ଉପବାସ କଲେ ଓ ଭିତ ରେ ୟାଇ ରାତ୍ରିୟାକ ଭୂମି ଉପରେ ପଡି ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଦାଉଦ ବାଳକ ନିମନ୍ତେ ପରମେଶ୍ଵରଙ୍କ ନିକଟରେ ନିବେଦନ କଲେ ଓ ଦାଉଦ ଉପବାସ କଲେ ଓ ଭିତରେ ଯାଇ ରାତ୍ରିଯାକ ଭୂମିରେ ପଡ଼ି ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ବାଳକ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ନିବେଦନ କଲେ ଓ ଦାଉଦ ଉପବାସ କଲେ ଓ ଭିତରେ ଯାଇ ରାତ୍ରିଯାକ ଭୂମି ଉପରେ ପଡ଼ି ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଦାଉଦ ବାଳକ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ନିବେଦନ କଲେ ଓ ଦାଉଦ ଉପବାସ କଲେ ଓ ଭିତରେ ଯାଇ ସାରା ରାତି ଭୂମିରେ ପଡ଼ି ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଦାଉଦ ବାଳକ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ନିବେଦନ କଲେ ଓ ଦାଉଦ ଉପବାସ କଲେ ଓ ଭିତରେ ଯାଇ ସାରା ରାତି ଭୂମିରେ ପଡ଼ି ରହିଲେ।