2 Samuel 12:17 — Compare Translations
5 translations compared side by side
Odia - 1840
"ଦାଉଦ ପରିବାରର ବଯସ୍କମାନେ ଦାଉଦଙ୍କକ୍ସ୍ଟ ଭୂମିରକ୍ସ୍ଟ ଉଠାଇବାକକ୍ସ୍ଟ ଚାହିଁଲେ। କିନ୍ତୁ ଦାଉଦ ଉଠିଲେ ନାହିଁ କି ସମାନଙ୍କେ ସହିତ ଭୋଜନ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ତାଙ୍କ ଗୃହସ୍ଥ ପ୍ରାଚୀନମାନେ ଉଠି ତାଙ୍କୁ ଭୂମିରୁ ଉଠାଇବା ପାଇଁ ତାଙ୍କ ନିକଟରେ ଛିଡ଼ା ହେଲେ; ମାତ୍ର ସେ ସମ୍ମତ ହେଲେ ନାହିଁ, କିଅବା ସେମାନଙ୍କ ସଙ୍ଗେ ଭୋଜନ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କ ପରିବାରର ବୟସ୍କମାନେ ଦାଉଦଙ୍କୁ ଭୂମିରୁ ଉଠାଇବାକୁ ଗ୍ଭହିଁଲେ। କିନ୍ତୁ ଦାଉଦ ଉଠିଲେ ନାହିଁ କି ସେମାନଙ୍କ ସହିତ ଭୋଜନ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦଙ୍କ ଗୃହସ୍ଥ ପ୍ରାଚୀନମାନେ ଉଠି ତାଙ୍କୁ ଭୂମିରୁ ଉଠାଇବା ପାଇଁ ତାଙ୍କ ନିକଟରେ ଛିଡ଼ା ହେଲେ; ମାତ୍ର ସେ ଉଠିଲେ ନାହିଁ, କିଅବା ସେମାନଙ୍କ ସଙ୍ଗେ ଭୋଜନ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦଙ୍କ ଗୃହସ୍ଥ ପ୍ରାଚୀନମାନେ ଉଠି ତାଙ୍କୁ ଭୂମିରୁ ଉଠାଇବା ପାଇଁ ତାଙ୍କ ନିକଟରେ ଛିଡ଼ା ହେଲେ; ମାତ୍ର ସେ ଉଠିଲେ ନାହିଁ, କିଅବା ସେମାନଙ୍କ ସଙ୍ଗେ ଭୋଜନ କଲେ ନାହିଁ।