2 Samuel 12:18 — Compare Translations

5 translations compared side by side

Odia - 1840
"ଏହିପରି ସଲ୍ଗମ ଦିନ ରେ ପିଲାଟି ମରିଗଲା, କିନ୍ତୁ ସମାନେେ ଭୟ ରେ ଦାଉଦଙ୍କକ୍ସ୍ଟ ଏକଥା ଜଣାଇଲେ ନାହିଁ, ସମାନେେ ନିଜ ଭିତ ରେ କକ୍ସ୍ଟହାକକ୍ସ୍ଟହି ହେଲ, କାରଣ ପିଲାଟି ବଞ୍ଚିଥିବା ସମୟରେ ସେ ଆମ କଥା ଶୁଣିଲେ ନାହିଁ। ଯଦି ଆମ୍ଭେ ପିଲାଟିର ମୃତକ୍ସ୍ଟ୍ଯ ବିଷଯ ରେ କହିଥାନ୍ତକ୍ସ୍ଟ, ସେ ତା'ର ନିଜର କ୍ଷତି କରିଥାନ୍ତା। ସେଥିପାଇଁ ସମାନେେ ଏହା କହିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସପ୍ତମ ଦିନରେ ବାଳକ ମଲା । ମାତ୍ର ବାଳକ ଯେ ମରିଅଛି, ଏ କଥା ଦାଉଦଙ୍କୁ ଜଣାଇବା ପାଇଁ ତାଙ୍କର ଦାସମାନେ ଭୟ କଲେ; କାରଣ ସେମାନେ କହିଲେ, ଦେଖ, ବାଳକ ବଞ୍ଚିଥିବା ବେଳେ ଆମ୍ଭେମାନେ ବହୁତ କହିଲେ ହେଁ ସେ ଆମ୍ଭମାନଙ୍କ ରବ ଶୁଣିଲେ ନାହିଁ; ଏବେ ବାଳକ ମରିଅଛି, ଏ କଥା ତାଙ୍କୁ ଜଣାଇଲେ, ସେ ଆପଣାର କି ଅନିଷ୍ଟ ନ କରିବେ?
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ସପ୍ତମ ଦିନରେ ପିଲାଟି ମରିଗଲା, କିନ୍ତୁ ସେମାନେ ଭୟରେ ଦାଉଦଙ୍କୁ ଏ କଥା ଜଣାଇଲେ ନାହିଁ, ସେମାନେ ନିଜ ଭିତରେ କୁହାକୁହି ହେଲେ, “କାରଣ ପିଲାଟି ବଞ୍ଚିଥିବା ସମୟରେ ସେ ଆମ୍ଭ କଥା ଶୁଣିଲେ ନାହିଁ। ଯଦି ଆମ୍ଭେ ପିଲାଟିର ମୃତ୍ୟୁ ବିଷୟରେ କହିଥା’ନ୍ତୁ, ସେ ତା’ର ନିଜର କ୍ଷତି କରିଥା’ନ୍ତା। ସେଥିପାଇଁ ସେମାନେ ଏହା କହିଲେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସପ୍ତମ ଦିନରେ ବାଳକ ମଲା। ମାତ୍ର ବାଳକ ଯେ ମରିଅଛି, ଏହି କଥା ଦାଉଦଙ୍କୁ ଜଣାଇବା ପାଇଁ ତାଙ୍କର ଦାସମାନେ ଭୟ କଲେ; କାରଣ ସେମାନେ କହିଲେ, “ଦେଖ, ବାଳକ ବଞ୍ଚିଥିବା ବେଳେ ଆମ୍ଭେମାନେ ବହୁତ କହିଲେ ହେଁ ସେ ଆମ୍ଭମାନଙ୍କ ରବ ଶୁଣିଲେ ନାହିଁ; ଏବେ ବାଳକ ମରିଅଛି, ଏ କଥା ତାଙ୍କୁ ଜଣାଇଲେ, ସେ ଆପଣାର କି ଅନିଷ୍ଟ ନ କରିବେ?”
Odia IRV 2017 (ଓଡିଆ ବାଇବେଲ)