2 Samuel 12:19 — Compare Translations
5 translations compared side by side
Odia - 1840
"କିନ୍ତୁ ଦାଉଦ ଦେଖିଲେ ଲୋକମାନେ ଫକ୍ସ୍ଟସରକ୍ସ୍ଟଫାସର ହେଉଛନ୍ତି। ତେଣୁ ଦାଉଦ ବକ୍ସ୍ଟଝିପାରିଲେ ଯେ ପିଲାଟି ମରି ୟାଇଛି। ତେଣୁ ଦାଉଦ ତାଙ୍କର ଦାସମାନଙ୍କୁ ପଚାରିଲେ, କ'ଣ ପିଲାଟି ମରିଗଲା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦାଉଦ ଆପଣା ଦାସମାନଙ୍କୁ ପରସ୍ପର ଫୁସ୍ଫୁସ୍ ହେଉଥିବାର ଦେଖି ଅନୁମାନ କଲେ ଯେ, ବାଳକ ମରିଅଛି; ଏଣୁ ଦାଉଦ ଆପଣା ଦାସମାନଙ୍କୁ ପଚାରିଲେ, ବାଳକ ମଲାଣି କି? ସେମାନେ କହିଲେ, ମଲାଣି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଦାଉଦ ଦେଖିଲେ ଲୋକମାନେ ଫୁସରୁଫାସର ହେଉଛନ୍ତି। ତେଣୁ ଦାଉଦ ବୁଝିପାରିଲେ ଯେ ପିଲାଟି ମରି ଯାଇଛି। ତେଣୁ ଦାଉଦ ତାଙ୍କର ଦାସମାନଙ୍କୁ ପଗ୍ଭରିଲେ, “କ’ଣ ପିଲାଟି ମରିଗଲା?” ତାଙ୍କର ଦାସମାନେ ଉତ୍ତର ଦେଲେ, “ହଁ ସେ ପିଲାଟି ମରିଗଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦାଉଦ ଆପଣା ଦାସମାନଙ୍କୁ ପରସ୍ପର ଫୁସ୍ ଫୁସ୍ ହେଉଥିବାର ଦେଖି ଅନୁମାନ କଲେ ଯେ, ବାଳକ ମରିଅଛି; ଏଣୁ ଦାଉଦ ଆପଣା ଦାସମାନଙ୍କୁ ପଚାରିଲେ, “ବାଳକ ମଲାଣି କି?” ସେମାନେ କହିଲେ, “ମଲାଣି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଦାଉଦ ଆପଣା ଦାସମାନଙ୍କୁ ପରସ୍ପର ଫୁସ୍ଫୁସ୍ ହେଉଥିବାର ଦେଖି ଅନୁମାନ କଲେ ଯେ, ବାଳକ ମରିଅଛି; ଏଣୁ ଦାଉଦ ଆପଣା ଦାସମାନଙ୍କୁ ପଚାରିଲେ, “ବାଳକ ମଲାଣି କି?” ସେମାନେ କହିଲେ, “ମଲାଣି।”