2 Samuel 12:2 — Compare Translations

5 translations compared side by side

Odia - 1840
"ଧନୀ ଲୋକର ଅତି ବହକ୍ସ୍ଟତ ଗାଈ, ବଳଦ ଓ ମାେଣ୍ତାପଲ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧନୀ ଲୋକର ଅତି ପ୍ରଚୁର ଗୋମେଷାଦି ପଲ ଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ଧନୀ ଲୋକର ବହୁତ ଗାଈ, ବଳଦ ଓ ମେଣ୍ଢାପଲ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧନୀ ଲୋକର ଅତି ପ୍ରଚୁର ଗୋମେଷାଦି ଓ ପଲ ଥିଲା;
Odia IRV 2017 (ଓଡିଆ ବାଇବେଲ)
ଧନୀ ଲୋକର ଅତି ପ୍ରଚୁର ଗୋମେଷାଦି ଓ ପଲ ଥିଲା;