2 Samuel 12:21 — Compare Translations
5 translations compared side by side
Odia - 1840
"ଦାଉଦଙ୍କକ୍ସ୍ଟ ତାଙ୍କର ଦାସମାନେ ପଚାରିଲେ, ଆପଣ ଏପରି ବ୍ଯବହାର କାହିଁକି କଲେ? ଯେତବେେଳେ ପିଲାଟି ବଞ୍ଚିଥିଲା ଆପଣ ଖାଇବାକକ୍ସ୍ଟ ମନା କଲେ ଓ କାନ୍ଦିଲେ କିନ୍ତୁ ପିଲାଟି ମରିୟିବା ପରେ ଉଠିଲେ ଓ ଖାଦ୍ୟ ଖାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, ଆପଣ ଏ କି ପ୍ରକାର କର୍ମ କଲେ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କୁ ତାଙ୍କର ଦାସମାନେ ପଗ୍ଭରିଲେ, “ଆପଣ ଏପରି ବ୍ୟବହାର କାହିଁକି କଲେ? ଯେତେବେଳେ ପିଲାଟି ବଞ୍ଚିଥିଲା ଆପଣ ଖାଇବାକୁ ମନା କଲେ ଓ କାନ୍ଦିଲେ କିନ୍ତୁ ପିଲାଟି ମରିଯିବା ପରେ ଉଠିଲେ ଓ ଖାଦ୍ୟ ଖାଇଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଆପଣ ଏ କି ପ୍ରକାର କର୍ମ କଲେ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଆପଣ ଏ କି ପ୍ରକାର କର୍ମ କଲେ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ।”