2 Samuel 12:22 — Compare Translations

5 translations compared side by side

Odia - 1840
"ଦାଉଦ କହିଲେ, ପିଲାଟି ବଞ୍ଚିଥିବା ସମୟରେ ମୁ ଖାଇବାକକ୍ସ୍ଟ ମନାକଲି କାରଣ ମୁ କ୍ରନ୍ଦନ କଲି, 'ଯଦି ପରମେଶଓରଙ୍କୁ ମାରଦେକ୍ସ୍ଟଃଖ ଜଣାଏ କାଳେ ସେ ମାେ ଉପରେ ଦୟା କରିବେ ଏବଂ ପିଲାଟିକକ୍ସ୍ଟ ବଞ୍ଚିବାକକ୍ସ୍ଟ ଦବେେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ କହିଲେ, ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, କେଜାଣି ସଦାପ୍ରଭୁ ମୋʼ ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ କହିଲେ, “ପିଲାଟି ବଞ୍ଚିଥିବା ସମୟରେ ମୁଁ ଖାଇବାକୁ ମନାକଲି କାରଣ ମୁଁ କ୍ରନ୍ଦନ କଲି, ‘ଯଦି ପରମେଶ୍ୱରଙ୍କୁ ମୋର ଦୁଃଖ ଜଣାଏ କାଳେ ସେ ମୋ’ ଉପରେ ଦୟା କରିବେ ଏବଂ ପିଲାଟିକୁ ବଞ୍ଚିବାକୁ ଦେବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ କହିଲେ, “ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, କେଜାଣି ସଦାପ୍ରଭୁ ମୋʼ ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ କହିଲେ, “ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, “କେଜାଣି ସଦାପ୍ରଭୁ ମୋ’ ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ।”