2 Samuel 12:23 — Compare Translations
5 translations compared side by side
Odia - 1840
"କିନ୍ତୁ ବର୍ତ୍ତମାନ ପିଲାଟି ମରିଅଛି, ମୁ କାହିଁକି ଆଉ ଉପବାସ କରିବି। ମୁ କ'ଣ ପିଲାଟିର ଜୀବନ ଫରୋଇ ଆଣି ପାରିବି। ଦିନେ ମୁ ତା' ନିକଟକକ୍ସ୍ଟ ୟିବି କିନ୍ତୁ ସେ ମାେ ନିକଟକକ୍ସ୍ଟ ଆସି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏବେ ତ ସେ ମଲା, ମୁଁ କାହିଁକି ଉପବାସ କରିବି? ମୁଁ କି ତାକୁ ଫେରାଇ ଆଣି ପାରିବି? ମୁଁ ତାହା ନିକଟକୁ ଯିବି, ମାତ୍ର ସେ ମୋʼ ନିକଟକୁ ଫେରି ଆସିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ବର୍ତ୍ତମାନ ପିଲାଟି ମରିଅଛି, ମୁଁ କାହିଁକି ଆଉ ଉପବାସ କରିବି। ମୁଁ କ’ଣ ପିଲାଟିର ଜୀବନ ଫେରାଇ ଆଣି ପାରିବି। ଦିନେ ମୁଁ ତା’ ନିକଟକୁ ଯିବି କିନ୍ତୁ ସେ ମୋ’ ନିକଟକୁ ଆସି ପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏବେ ତ ସେ ମଲା, ମୁଁ କାହିଁକି ଉପବାସ କରିବି? ମୁଁ କି ତାକୁ ଫେରାଇ ଆଣି ପାରିବି? ମୁଁ ତାହା ନିକଟକୁ ଯିବି, ମାତ୍ର ସେ ମୋʼ ନିକଟକୁ ଫେରି ଆସିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏବେ ତ ସେ ମଲା, ମୁଁ କାହିଁକି ଉପବାସ କରିବି? ମୁଁ କି ତାକୁ ଫେରାଇ ଆଣି ପାରିବି? ମୁଁ ତାହା ନିକଟକୁ ଯିବି, ମାତ୍ର ସେ ମୋ’ ନିକଟକୁ ଫେରି ଆସିବ ନାହିଁ।”