2 Samuel 12:24 — Compare Translations
5 translations compared side by side
Odia - 1840
"ତା'ପରେ ଦାଉଦ ବତ୍ଶବୋକକ୍ସ୍ଟ ସାନ୍ତ୍ବନା ଦେଲେ ଓ ତାଙ୍କ ସହିତ ୟୌନସଐର୍କ ରଖିଲେ ଓ ସେ ଗର୍ଭବତୀ ହେଲ ଓ ସେ ଆଉ ଏକ ପକ୍ସ୍ଟତ୍ରକକ୍ସ୍ଟ ଜନ୍ମ ଦେଲେ। ଦାଉଦ ସେ ପିଲାଟିର ନାମ ଶଲୋମନ ରଖିଲେ। ସଦାପ୍ରଭୁ ଶଲୋମନଙ୍କକ୍ସ୍ଟ ପ୍ ରମେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ଆପଣା ଭାର୍ଯ୍ୟା ବତ୍ଶେବାକୁ ସାନ୍ତ୍ଵନା କଲେ ଓ ତାହା କତିକି ଯାଇ ତାହାର ସହବାସ କଲେ; ଏଥିଉତ୍ତାରେ ବତ୍ଶେବା ପୁତ୍ର ପ୍ରସବ କରନ୍ତେ, ଦାଉଦ ତାହାର ନାମ ଶଲୋମନ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନର ଜନ୍ମ ତା’ପରେ ଦାଉଦ ବତ୍ଶେବାକୁ ସାନ୍ତ୍ୱନା ଦେଲେ ଓ ତାଙ୍କ ସହିତ ଯୌନ ସମ୍ପର୍କ ରଖିଲେ ଓ ସେ ଗର୍ଭବତୀ ହେଲେ ଓ ସେ ଆଉ ଏକ ପୁତ୍ରକୁ ଜନ୍ମ ଦେଲେ। ଦାଉଦ ସେ ପିଲାଟିର ନାମ ଶଲୋମନ ରଖିଲେ। ସଦାପ୍ରଭୁ ଶଲୋମନଙ୍କୁ ପ୍ରେମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ଆପଣା ଭାର୍ଯ୍ୟା ବତ୍ଶେବାକୁ ସାନ୍ତ୍ୱନା କଲେ ଓ ତାହା ନିକଟକୁ ଯାଇ ତାହାର ସହବାସ କଲେ; ଏଥିଉତ୍ତାରେ ବତ୍ଶେବା ପୁତ୍ର ପ୍ରସବ କରନ୍ତେ, ଦାଉଦ ତାହାର ନାମ ଶଲୋମନ ଦେଲେ, ଆଉ ସଦାପ୍ରଭୁ ତାହାକୁ ପ୍ରେମ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ଆପଣା ଭାର୍ଯ୍ୟା ବତ୍ଶେବାକୁ ସାନ୍ତ୍ୱନା କଲେ ଓ ତାହା ନିକଟକୁ ଯାଇ ତାହାର ସହବାସ କଲେ; ଏଥିଉତ୍ତାରେ ବତ୍ଶେବା ପୁତ୍ର ପ୍ରସବ କରନ୍ତେ, ଦାଉଦ ତାହାର ନାମ ଶଲୋମନ ଦେଲେ, ଆଉ ସଦାପ୍ରଭୁ ତାହାକୁ ପ୍ରେମ କଲେ।