2 Samuel 12:25 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ନାଥନ ନାମକ ଏକ ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ କହି ପଠାଇଲେ ଏବଂ ସଦାପ୍ରଭୁ ନାଥନ ତା'ର ନାମ ଶଲୋମନ ୟିଦୀଦିଯପରି ଦେଲେ। ନାଥନ ସଦାପ୍ରଭୁଙ୍କ ପାଇଁ ଏହା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ତାହାକୁ ପ୍ରେମ କଲେ; ପୁଣି ସେ ନାଥନ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ (ସଦାପ୍ରଭୁଙ୍କ ପ୍ରିୟ) ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ନାଥନ ନାମକ ଏକ ଭବିଷ୍ୟ‌ଦ୍‌ବକ୍ତାଙ୍କ ମାଧ୍ୟମରେ କହି ପଠାଇଲେ ଏବଂ ସଦାପ୍ରଭୁ ନାଥନ ତା’ର ନାମ ଶଲୋମନ ଯିଦୀଦିୟପରି ଦେଲେ। ନାଥନ ସଦାପ୍ରଭୁଙ୍କ ପାଇଁ ଏହା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ ଦେଲେ।