2 Samuel 12:27 — Compare Translations

5 translations compared side by side

Odia - 1840
"ଯୋୟାବ ଦାଉଦଙ୍କ ନିକଟକକ୍ସ୍ଟ ଦୂତଗଣ ସହିତ ଏହି ବାର୍ତ୍ତା ପଠାଇଲେ: ମୁ ରଦ୍ଦା ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିଛି ଏବଂ ଏହାର ଜଳ ଯୋଗାଣକକ୍ସ୍ଟ ସକ୍ସ୍ଟରକ୍ଷା ଦେଉଥିବା ଦକ୍ସ୍ଟର୍ଗକକ୍ସ୍ଟ ଅକ୍ତିଆର କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, ମୁଁ ରବ୍ବା ପ୍ରତିକୂଳରେ ଯୁଦ୍ଧ କରିଅଛି, ଆହୁରି ଜଳନଗର ହସ୍ତଗତ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ସହିତ ଏହି ବାର୍ତ୍ତା ପଠାଇଲେ: “ମୁଁ ରବ୍ବା ବିରୁଦ୍ଧରେ ଯୁଦ୍ଧ କରିଛି ଏବଂ ଏହାର ଜଳ ଯୋଗାଣକୁ ସୁରକ୍ଷା ଦେଉଥିବା ଦୁର୍ଗକୁ ଅକ୍ତିଆର କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, “ମୁଁ ରବ୍ବା ବିରୁଦ୍ଧରେ ଯୁଦ୍ଧ କରିଅଛି, ଆହୁରି ଜଳନଗର ଅଧିକାର କରିଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, “ମୁଁ ରବ୍ବା ବିରୁଦ୍ଧରେ ଯୁଦ୍ଧ କରିଅଛି, ଆହୁରି ଜଳନଗର ଅଧିକାର କରିଅଛି।