2 Samuel 12:28 — Compare Translations

5 translations compared side by side

Odia - 1840
"ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ରୀତ କରି ନଗର ନିକଟରେ ଛାଉଣୀ ସ୍ଥାପନ କରି ତାହା ହସ୍ତଗତ କରନ୍ତକ୍ସ୍ଟ। ନୋହିଲେ ମୁ ଏହାକକ୍ସ୍ଟ ହସ୍ତଗତ ଓ ମାେ ନାମାନକ୍ସ୍ଟସା ରେ ଖ୍ଯାତ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ର କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ହସ୍ତଗତ କରନ୍ତୁ, ନୋହିଲେ ମୁଁ ସେ ନଗର ହସ୍ତଗତ କଲେ, ତାହା ମୋʼ ନାମାନୁସାରେ ଖ୍ୟାତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ରିତ କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ହସ୍ତଗତ କରନ୍ତୁ। ନୋହିଲେ ମୁଁ ଏହାକୁ ହସ୍ତଗତ ଓ ମୋ’ ନାମାନୁସାରେ ଖ୍ୟାତ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ର କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ଅଧିକାର କରନ୍ତୁ, ନୋହିଲେ ମୁଁ ସେ ନଗର ଅଧିକାର କଲେ, ତାହା ମୋʼ ନାମାନୁସାରେ ଖ୍ୟାତ ହେବ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ର କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ଅଧିକାର କରନ୍ତୁ, ନୋହିଲେ ମୁଁ ସେ ନଗର ଅଧିକାର କଲେ, ତାହା ମୋ’ ନାମାନୁସାରେ ଖ୍ୟାତ ହେବ।”