2 Samuel 12:29 — Compare Translations
5 translations compared side by side
Odia - 1840
"ଏଣୁ ଦାଉଦ ସମସ୍ତ ଲୋକଙ୍କକ୍ସ୍ଟ ଏକତ୍ର କରି ରଦ୍ଦାକକ୍ସ୍ଟ ଗଲେ ଓ ତହିଁ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରି ତାହା ହସ୍ତଗତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଦାଉଦ ସମସ୍ତ ଲୋକଙ୍କୁ ଏକତ୍ର କରି ରବ୍ବାକୁ ଗଲେ ଓ ତହିଁ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଦାଉଦ ସମସ୍ତ ଲୋକଙ୍କୁ ଏକତ୍ର କରି ରବ୍ବାକୁ ଗଲେ ଓ ତହିଁ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଦାଉଦ ସମସ୍ତ ଲୋକଙ୍କୁ ଏକତ୍ର କରି ରବ୍ବାକୁ ଗଲେ ଓ ତହିଁ ବିରୁଦ୍ଧରେ ଯୁଦ୍ଧ କରି ତାହା ଅଧିକାର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଦାଉଦ ସମସ୍ତ ଲୋକଙ୍କୁ ଏକତ୍ର କରି ରବ୍ବାକୁ ଗଲେ ଓ ତହିଁ ବିରୁଦ୍ଧରେ ଯୁଦ୍ଧ କରି ତାହା ଅଧିକାର କଲେ।