2 Samuel 12:3 — Compare Translations
5 translations compared side by side
Odia - 1840
"ମାତ୍ର ଦରିଦ୍ର ଲୋକଟିର ଗୋଟିଏ ସାନ ମେଣ୍ତା ଛକ୍ସ୍ଟଆ ବ୍ଯତୀତ ଆଉ କିଛି ନଥିଲା। ସେ ମଧ୍ଯ ତାକକ୍ସ୍ଟ କିଣି ପାଳକ୍ସ୍ଟଥିଲା। ତା' ସଙ୍ଗେ ଓ ତା'ର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢିଲା। ମେଣ୍ତା ଛକ୍ସ୍ଟଆଟି ତା'ର ନିଜ ତକ୍ସ୍ଟଣ୍ତରକ୍ସ୍ଟ ଆହାର ଖାଇଲା ଓ ତାହାର ନିଜ ପାତ୍ରରକ୍ସ୍ଟ ପାନ କଲା ଓ ତା'ର କୋଳ ରେ ମଧ୍ଯ ଶଯନ କଲା। ସହେି ମେଣ୍ତା ଛକ୍ସ୍ଟଆଟି ସେ ଗରୀବ ଲୋକଟିର ଝିଅପରି ବଢିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦରିଦ୍ର ଲୋକର ଗୋଟିଏ ସାନ ମେଷବତ୍ସା ଭିନ୍ନ ଆଉ କିଛି ନ ଥିଲା, ସେ ତାକୁ କିଣି ପାଳିଥିଲା; ତାହା ସଙ୍ଗେ ଓ ତାହାର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା; ସେ ତାହାର ନିଜ ତୁଣ୍ତର ଆହାରରୁ ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତାହାର କୋଳରେ ଶୟନ କଲା, ପୁଣି ତାହା ପ୍ରତି ସେ କନ୍ୟା ତୁଲ୍ୟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଦରିଦ୍ର ଲୋକଟିର ଗୋଟିଏ ସାନ ମେଣ୍ଢା ଛୁଆ ବ୍ୟତୀତ ଆଉ କିଛି ନ ଥିଲା। ସେ ମଧ୍ୟ ତାକୁ କିଣି ପାଳୁଥିଲା। ତା’ ସଙ୍ଗେ ଓ ତା’ର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା। ମେଣ୍ଢା ଛୁଆଟି ତା’ର ନିଜ ତୁଣ୍ଡରୁ ଆହାର ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତା’ର କୋଳରେ ମଧ୍ୟ ଶୟନ କଲା। ସେହି ମେଣ୍ଢା ଛୁଆଟି ସେ ଗରିବ ଲୋକଟିର ଝିଅପରି ବଢ଼ିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦରିଦ୍ର ଲୋକର ଗୋଟିଏ ସାନ ମେଷବତ୍ସା ବିନା ଅନ୍ୟ ଆଉ କିଛି ନ ଥିଲା, ଯାହା ସେ କିଣି ପାଳିଥିଲା; ତାହା ସଙ୍ଗେ ଓ ତାହାର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା; ସେ ତାହାର ନିଜ ତୁଣ୍ଡର ଆହାରରୁ ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତାହାର କୋଳରେ ଶୟନ କଲା, ପୁଣି ତାହା ପ୍ରତି ସେ କନ୍ୟା ତୁଲ୍ୟ ଥିଲା।
Odia IRV 2017 (ଓଡିଆ ବାଇବେଲ)