2 Samuel 12:30 — Compare Translations

5 translations compared side by side

Odia - 1840
"ସେ ସମାନଙ୍କେ ରାଜାର ମସ୍ତକରୁ ମକ୍ସ୍ଟକକ୍ସ୍ଟଟ କାଢି ନେଲେ। ତାହା ଏକ ମହଣ ପରିମିତ ସକ୍ସ୍ଟନା ଓ ତହିଁରେ ବହକ୍ସ୍ଟମୂଲ୍ଯ ପ୍ରସ୍ତରମାନ ଖଚିତ ହାଇେଥିଲା। ଆଉ ତାହା ଦାଉଦଙ୍କର ମସ୍ତକରେ ଦିଆଗଲା। ପକ୍ସ୍ଟଣି ସେ ମଧ୍ଯ ସହେି ନଗରରକ୍ସ୍ଟ ଲକ୍ସ୍ଟଟ୍ କରି ବହକ୍ସ୍ଟମୂଲ୍ଯ ସାମଗ୍ରି ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସେମାନଙ୍କର ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ; ତାହା ଏକ ମହଣ ପରିମିତ ସୁବର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା; ଆଉ ତାହା ଦାଉଦଙ୍କର ମସ୍ତକରେ ଦିଆଗଲା । ପୁଣି ସେ ସେହି ନଗରରୁ ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ। ତାହା ଏକ ମହଣ ପରିମିତ ସୁନା ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଖଚିତ ହୋଇଥିଲା। ଆଉ ତାହା ଦାଉଦଙ୍କର ମସ୍ତକରେ ଦିଆଗଲା। ପୁଣି ସେ ମଧ୍ୟ ସେହି ନଗରରୁ ଲୁଟ୍ କରି ବହୁମୂଲ୍ୟ ସାମଗ୍ରୀ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଦାଉଦ ସେମାନଙ୍କର ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ; ତାହା ଏକ ତାଳନ୍ତ ପରିମିତ ସୁବର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା; ଆଉ ତାହା ଦାଉଦଙ୍କର ମସ୍ତକରେ ଦିଆଗଲା। ପୁଣି ସେ ସେହି ନଗରରୁ ପ୍ରଚୁର ଲୁଟିତ ଦ୍ରବ୍ୟ ବାହାର କରି ଆଣିଲେ।
Odia IRV 2017 (ଓଡିଆ ବାଇବେଲ)