2 Samuel 12:31 — Compare Translations
5 translations compared side by side
Odia - 1840
"ସେ ସହରର ଲୋକମାନଙ୍କୁ ବାହାର କରି ଆଣି ସମାନଙ୍କେୁ କରତ ଓ ଲକ୍ସ୍ଟହାମଇ ଓ ଲକ୍ସ୍ଟହା କକ୍ସ୍ଟରାଢି ଦ୍ବାରା କଠିନ କାର୍ୟ୍ଯ କରାଇ ଦଣ୍ତ ଦେଲେ ଓ ସମାନଙ୍କେୁ ଇଟା ତିଆରି କରାଇଲେ। ସେ ଅେମ୍ମାନୀୟମାନଙ୍କ ସମକ୍ସ୍ଟଦାଯ ନଗର ପ୍ରତି ଏପରି କଲେ। ଏହାପରେ ଦାଉଦ ଓ ସମସ୍ତ ଲୋକ ଯିରୁଶାଲମକୁ ଫରେି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି ସେମାନଙ୍କୁ କରତ ଓ ଲୁହା ମଇ ଓ ଲୁହା କୁହ୍ରାଡ଼ି ଦ୍ଵାରା ଦଣ୍ତ ଦେଲେ ଓ ସେମାନଙ୍କୁ ଇଟାଭାଟି ଦେଇ ଗମନ କରାଇଲେ; ସେ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି ଏହି ପ୍ରକାର କଲେ । ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସହରର ଲୋକମାନଙ୍କୁ ବାହାର କରି ଆଣି ସେମାନଙ୍କୁ କରତ ଓ ଲୁହାମଇ ଓ ଲୁହା କୁହ୍ରାଡ଼ି ଦ୍ୱାରା କଠିନ କାର୍ଯ୍ୟ କରାଇ ଦଣ୍ତ ଦେଲେ ଓ ସେମାନଙ୍କୁ ଇଟା ତିଆରି କରାଇଲେ। ସେ ଅମ୍ମୋନୀୟମାନଙ୍କ ସମୁଦାୟ ନଗର ପ୍ରତି ଏପରି କଲେ। ଏହା ପରେ ଦାଉଦ ଓ ସମସ୍ତ ଲୋକ ଯିରୁଶାଲମକୁ ଫେରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି ସେମାନଙ୍କୁ କରତ ଓ ଲୁହା ମଇ ଓ ଲୁହା କୁହ୍ରାଡ଼ି ଦ୍ୱାରା ଦଣ୍ଡ ଦେଲେ ଓ ସେମାନଙ୍କୁ ଇଟା ଭାଟିରେ କାମ କରାଇଲେ; ସେ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି ଏହି ପ୍ରକାର କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଦାଉଦ ନଗର ମଧ୍ୟରୁ ଲୋକମାନଙ୍କୁ ବାହାର କରି ଆଣି ସେମାନଙ୍କୁ କରତ ଓ ଲୁହା ମଇ ଓ ଲୁହା କୁହ୍ରାଡ଼ି ଦ୍ୱାରା ଦଣ୍ଡ ଦେଲେ ଓ ସେମାନଙ୍କୁ ଇଟା ଭାଟିରେ କାମ କରାଇଲେ; ସେ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି ଏହି ପ୍ରକାର କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।