2 Samuel 12:4 — Compare Translations

5 translations compared side by side

Odia - 1840
"ତା'ପରେ ଜଣେ ୟାତ୍ରୀ ଆସିଲେ ଓ ସହେି ଧନୀ ଲୋକଙ୍କକ୍ସ୍ଟ ଦେଖିଲେ। ତହିଁରେ ସହେି ଧନୀ ଲୋକଟି, ତା' ନିକଟକକ୍ସ୍ଟ ଆସିଥିବା ଅତିଥି ପାଇଁ ରାନ୍ଧିବାକକ୍ସ୍ଟ ନିଜ ପଲରକ୍ସ୍ଟ ଓ ନିଜ ଗୋଠରକ୍ସ୍ଟ ନଇେ ମେଣ୍ତା ଖାଇବାକକ୍ସ୍ଟ ଦବୋକକ୍ସ୍ଟ ଇଛା କଲା ନାହିଁ। ମାତ୍ର ସହେି ଦରିଦ୍ର ଲୋକଟିର ମେଣ୍ତା ଛକ୍ସ୍ଟଆଟିକକ୍ସ୍ଟ ନଇେ ଅତିଥିଙ୍କ ପାଇଁ ରାନ୍ଧିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ସମୟରେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, ତହିଁରେ ସେ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକି ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ଜଣେ ଯାତ୍ରୀ ଆସିଲେ ଓ ସେହି ଧନୀ ଲୋକଙ୍କୁ ଦେଖିଲେ। ତହିଁରେ ସେହି ଧନୀ ଲୋକଟି, ତା’ ନିକଟକୁ ଆସିଥିବା ଅତିଥି ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେଇ ମେଣ୍ଢା ଖାଇବାକୁ ଦେବାକୁ ଇଚ୍ଛା କଲା ନାହିଁ। ମାତ୍ର ସେହି ଦରିଦ୍ର ଲୋକଟିର ମେଣ୍ଢା ଛୁଆଟିକୁ ନେଇ ଅତିଥିଙ୍କ ପାଇଁ ରାନ୍ଧିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦିନେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, କିନ୍ତୁ ସେ ଧନୀ ଲୋକ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକୁ ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା।”
Odia IRV 2017 (ଓଡିଆ ବାଇବେଲ)
ଦିନେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, କିନ୍ତୁ ସେ ଧନୀ ଲୋକ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକୁ ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା।”