2 Samuel 12:5 — Compare Translations

5 translations compared side by side

Odia - 1840
"ଏକଥା ଶକ୍ସ୍ଟଣି, ଧନୀ ଲୋକଟି ଉପରେ ଦାଉଦ ରାଗିଗଲେ, ପକ୍ସ୍ଟଣି ଦାଉଦ ନାଥନଙ୍କକ୍ସ୍ଟ କହିଲେ, ଯେଉଁ ବ୍ଯକ୍ତିଟି ଏପରି କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ନିଶ୍ଚିତ ମରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେହି ଧନୀର ପ୍ରତିକୂଳରେ ଦାଉଦଙ୍କର କ୍ରୋଧ ଅତିଶୟ ପ୍ରଜ୍ଵଳିତ ହେଲା; ପୁଣି ସେ ନାଥନଙ୍କୁ କହିଲେ, ଯେଉଁ ବ୍ୟକ୍ତି ଏହା କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୃତ୍ୟୁଯୋଗ୍ୟ;
Odia Bible ERV 2004 (ପବିତ୍ର ବାଇବଲ)
ଏ କଥା ଶୁଣି, ଧନୀ ଲୋକଟି ଉପରେ ଦାଉଦ ରାଗିଗଲେ, ପୁଣି ଦାଉଦ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତିଟି ଏପରି କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ନିଶ୍ଚିତ ମରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେହି ଧନୀ ଲୋକ ପ୍ରତି ଦାଉଦଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି ସେ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତି ଏହା କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୃତ୍ୟୁର ଯୋଗ୍ୟ;
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେହି ଧନୀ ଲୋକ ପ୍ରତି ଦାଉଦଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି ସେ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତି ଏହା କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୃତ୍ୟୁୁର ଯୋଗ୍ୟ;