2 Samuel 12:6 — Compare Translations

5 translations compared side by side

Odia - 1840
"ସେ ଏପରି କର୍ମ କରିବାରକ୍ସ୍ଟ ଓ ସେ କିଛି ଦୟା ନକରିବାରକ୍ସ୍ଟ ସହେି ମେଣ୍ତାର ଗ୍ଭରିଗକ୍ସ୍ଟଣ ଫରୋଇ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଷବତ୍ସାର ଚାରିଗୁଣ ଫେରାଇ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଏପରି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଣ୍ଢାର ଗ୍ଭରିଗୁଣ ଫେରାଇ ଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଷବତ୍ସାର ଚାରିଗୁଣ ଫେରାଇ ଦେବ।”
Odia IRV 2017 (ଓଡିଆ ବାଇବେଲ)
ସେ ଏହି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଷବତ୍ସାର ଚାରିଗୁଣ ଫେରାଇ ଦେବ।”