2 Samuel 12:7 — Compare Translations

5 translations compared side by side

Odia - 1840
"ନାଥନ ଦାଉଦଙ୍କକ୍ସ୍ଟ କହିଲେ, ତୁମ୍ଭେ ହେଉଛ ସହେି ଧନୀ ଲୋକ, ଯାହାକି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କହିଛନ୍ତି, 'ମୁ ତୁମ୍ଭକୁ ଇଶ୍ରାୟେଲର ରାଜା କରିବାକୁ ପସନ୍ଦ କଲି। ମୁ ତୁମ୍ଭକୁ ଶାଉଲଠାରକ୍ସ୍ଟ ରକ୍ଷା କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ନାଥନ ଦାଉଦଙ୍କୁ କହିଲେ, ସେହି ବ୍ୟକ୍ତି ତ ତୁମ୍ଭେ । ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲ ହସ୍ତରୁ ରକ୍ଷା କଲୁ;
Odia Bible ERV 2004 (ପବିତ୍ର ବାଇବଲ)
ନାଥନ ଦାଉଦଙ୍କୁ ତାଙ୍କ ପାପ ବିଷୟରେ କହିଲେ ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭେ ହେଉଛ ସେହି ଧନୀ ଲୋକ, ଯାହାକି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହିଛନ୍ତି, ‘ମୁଁ ତୁମ୍ଭକୁ ଇସ୍ରାଏଲର ରାଜା କରିବାକୁ ପସନ୍ଦ କଲି। ମୁଁ ତୁମ୍ଭକୁ ଶାଉଲଠାରୁ ରକ୍ଷା କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲଙ୍କ ହସ୍ତରୁ ରକ୍ଷା କଲୁ;
Odia IRV 2017 (ଓଡିଆ ବାଇବେଲ)
ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲଙ୍କ ହସ୍ତରୁ ରକ୍ଷା କଲୁ;