2 Samuel 12:8 — Compare Translations

5 translations compared side by side

Odia - 1840
"ମୁ ତୁମ୍ଭକୁ ତକ୍ସ୍ଟମ୍ଭ ପ୍ରଭକ୍ସ୍ଟର ଗୃହ ଓ ତା'ର ସ୍ତ୍ରୀମାନଙ୍କୁ ଦଲେି। ଇଶ୍ରାୟେଲ ଓ ୟିହକ୍ସ୍ଟଦାକକ୍ସ୍ଟ ଶାସନ କରିବା ପାଇଁ ମଧ୍ଯ ତକ୍ସ୍ଟମ୍ଭଙ୍କକ୍ସ୍ଟ ଦଲେି। ଯଦି ଏହା ଅଳ୍ପ ହେଲା, ତବେେ ମୁ ତୁମ୍ଭକୁ ଅଧିକ ଦଇେଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ରଭୁର ଗୃହ ଓ ତୁମ୍ଭ କୋଳରେ ତୁମ୍ଭ ପ୍ରଭୁର ଭାର୍ଯ୍ୟାମାନଙ୍କୁ ଦେଲୁ, ମଧ୍ୟ ଇସ୍ରାଏଲ ଓ ଯିହୁଦା ବଂଶ ତୁମ୍ଭକୁ ଦେଲୁ; ଆଉ ଯେବେ ଏହା ଅଳ୍ପ ହୋଇଥାʼନ୍ତା, ତେବେ ଆମ୍ଭେ ତୁମ୍ଭକୁ ଆହୁରି ଅନ୍ୟାନ୍ୟ ବିଷୟ ଦେଇଥାʼନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ତୁମ୍ଭ ପ୍ରଭୁର ଗୃହ ଓ ତା’ର ସ୍ତ୍ରୀମାନଙ୍କୁ ଦେଲି। ଇସ୍ରାଏଲ ଓ ଯିହୁଦାକୁ ଶାସନ କରିବା ପାଇଁ ମଧ୍ୟ ତୁମ୍ଭଙ୍କୁ ଦେଲି। ଯଦି ଏହା ଅଳ୍ପ ହେଲା, ତେବେ ମୁଁ ତୁମ୍ଭକୁ ଅଧିକ ଦେଇଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ରଭୁର ଗୃହ ଓ ତୁମ୍ଭ କୋଳରେ ତୁମ୍ଭ ପ୍ରଭୁର ଭାର୍ଯ୍ୟାମାନଙ୍କୁ ଦେଲୁ, ପୁଣି ଇସ୍ରାଏଲ ଓ ଯିହୁଦା ବଂଶ ମଧ୍ୟ ତୁମ୍ଭକୁ ଦେଲୁ; ଆଉ ଯଦି ଏହା ଅଳ୍ପ ହୋଇଥାʼନ୍ତା, ତେବେ ଆମ୍ଭେ ତୁମ୍ଭକୁ ଆହୁରି ଅନ୍ୟାନ୍ୟ ବିଷୟ ଦେଇଥାʼନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ରଭୁର ଗୃହ ଓ ତୁମ୍ଭ କୋଳରେ ତୁମ୍ଭ ପ୍ରଭୁର ଭାର୍ଯ୍ୟାମାନଙ୍କୁ ଦେଲୁ, ପୁଣି ଇସ୍ରାଏଲ ଓ ଯିହୁଦା ବଂଶ ମଧ୍ୟ ତୁମ୍ଭକୁ ଦେଲୁ; ଆଉ ଯଦି ଏହା ଅଳ୍ପ ହୋଇଥା’ନ୍ତା, ତେବେ ଆମ୍ଭେ ତୁମ୍ଭକୁ ଆହୁରି ଅନ୍ୟାନ୍ୟ ବିଷୟ ଦେଇଥା’ନ୍ତୁ।