2 Samuel 13:1 — Compare Translations

5 translations compared side by side

Odia - 1840
"ଦାଉଦଙ୍କର ଏକ ପକ୍ସ୍ଟତ୍ର ଥିଲେ, ଯାହାର ନାମ ଥିଲା ଅବଶାଲୋମ। ଅବଶା ଲୋମର ଏକ ଭଉଣୀ ଥିଲା, ଯାହାର ନାମ ଥିଲା ତାମର। ତାମର ଭାରୀ ସକ୍ସ୍ଟନ୍ଦରୀ ଥିଲା। ଦାଉଦଙ୍କର ଅନ୍ୟ ଏକ ପକ୍ସ୍ଟତ୍ର ଥିଲା ଅମ୍ମାନେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଏହି ଘଟନା ହେଲା; ଦାଉଦଙ୍କର ପୁତ୍ର ଅବଶାଲୋମର ତାମର ନାମରେ ଏକ ସୁନ୍ଦରୀ ଭଗିନୀ ଥିଲା; ତାହା ପ୍ରତି ଦାଉଦଙ୍କର ପୁତ୍ର ଅମ୍ନୋନ କାମାସକ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ନୋନ ଓ ତାମର ଦାଉଦଙ୍କର ଏକ ପୁତ୍ର ଥିଲା, ଯାହାର ନାମ ଥିଲା ଅବଶାଲୋମ। ଅବଶାଲୋମର ଏକ ଭଉଣୀ ଥିଲା, ଯାହାର ନାମ ଥିଲା ତାମର। ତାମର ଭାରୀ ସୁନ୍ଦରୀ ଥିଲା। ଦାଉଦଙ୍କର ଅନ୍ୟ ଏକ ପୁତ୍ର ଥିଲା ଅମ୍ନୋନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଏହି ଘଟଣା ହେଲା; ଦାଉଦଙ୍କର ପୁତ୍ର ଅବଶାଲୋମର ତାମର ନାମରେ ଏକ ସୁନ୍ଦରୀ ଭଉଣୀ ଥିଲା; ନିଜର ସାବତ ଭଉଣୀ ପ୍ରତି ଦାଉଦଙ୍କର ପୁତ୍ର ଅମ୍ନୋନ କାମାସକ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଏହି ଘଟଣା ହେଲା; ଦାଉଦଙ୍କର ପୁତ୍ର ଅବଶାଲୋମର ତାମର ନାମରେ ଏକ ସୁନ୍ଦରୀ ଭଉଣୀ ଥିଲା; ନିଜର ସାବତ ଭଉଣୀ ପ୍ରତି ଦାଉଦଙ୍କର ପୁତ୍ର ଅମ୍ନୋନ କାମାସକ୍ତ ହେଲା।