2 Samuel 13:10 — Compare Translations

5 translations compared side by side

Odia - 1840
"ତା'ପରେ ଅମ୍ମାନେ ତାମରକକ୍ସ୍ଟ କହିଲା, ଖାଦ୍ୟ ଦ୍ରବ୍ଯ ଶଯନ ଗୃହକକ୍ସ୍ଟ ଆଣ, ମୁ ତକ୍ସ୍ଟମ୍ଭ ହାତରକ୍ସ୍ଟ ତାହା ଭୋଜନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଅମ୍ନୋନ ତାମରକୁ କହିଲା, ଖାଦ୍ୟଦ୍ରବ୍ୟ ଶୟନ-ଗୃହକୁ ଆଣ, ମୁଁ ତୁମ୍ଭ ହାତରେ ଭୋଜନ କରିବି । ଏଥିରେ ତାମର ଆପଣା ପ୍ରସ୍ତୁତ ପିଠା ନେଇ ତାହା ଭାଇ ଅମ୍ନୋନର ଶୟନ-ଗୃହକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ନୋନ ତାମର ସହିତ ବଳତ୍କାର କଲା ତା’ପରେ ଅମ୍ନୋନ ତାମରକୁ କହିଲା, “ଖାଦ୍ୟ ଦ୍ରବ୍ୟ ଶୟନ ଗୃହକୁ ଆଣ, ମୁଁ ତୁମ୍ଭ ହାତରୁ ତାହା ଭୋଜନ କରିବି।” ଏଥିରେ ତାମର ନିଜେ ତିଆରି କରିଥିବା ପିଠା ନେଇ ଅମ୍ନୋନର ଶୟନ କକ୍ଷକୁ ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଅମ୍ନୋନ ତାମରକୁ କହିଲା, “ଖାଦ୍ୟଦ୍ରବ୍ୟ ଶୟନ-ଗୃହକୁ ଆଣ, ମୁଁ ତୁମ୍ଭ ହାତରେ ଭୋଜନ କରିବି।” ଏଥିରେ ତାମର ଆପଣା ପ୍ରସ୍ତୁତ ରୁଟି ନେଇ ତାହା ଭାଇ ଅମ୍ନୋନର ଶୟନ-ଗୃହକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଅମ୍ନୋନ ତାମରକୁ କହିଲା, “ଖାଦ୍ୟଦ୍ରବ୍ୟ ଶୟନ-ଗୃହକୁ ଆଣ, ମୁଁ ତୁମ୍ଭ ହାତରେ ଭୋଜନ କରିବି।” ଏଥିରେ ତାମର ଆପଣା ପ୍ରସ୍ତୁତ ରୁଟି ନେଇ ତାହା ଭାଇ ଅମ୍ନୋନର ଶୟନ-ଗୃହକୁ ଗଲା।