2 Samuel 13:12 — Compare Translations

5 translations compared side by side

Odia - 1840
"ସେଥି ରେ ସେ ଉତ୍ତର ଦଲୋ, ନା, ନା, ଭାଇ ମାେତେ ଏହା କରିବାକୁ ବାଧ୍ଯ ନକର, କାରଣ ଇଶ୍ରାୟେଲ ମଧିଅରେ ଏପରି କର୍ମ ନିଷଧେ। ଏହିପରି ଭୟଙ୍କର କାର୍ୟ୍ଯ କରନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଉତ୍ତର କଲା, ନା ନା, ମୋର ଭାଇ, ମୋତେ ଭ୍ରଷ୍ଟ ନ କର; କାରଣ ଇସ୍ରାଏଲ ମଧ୍ୟରେ ଏପରି କର୍ମ ଅକର୍ତ୍ତବ୍ୟ, ତୁମ୍ଭେ ଏହି ମୂଢ଼କର୍ମ ନ କର ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିରେ ସେ ଉତ୍ତର ଦେଲା, “ନା, ନା, ଭାଇ ମୋତେ ଏହା କରିବାକୁ ବାଧ୍ୟ ନ କର, କାରଣ ଇସ୍ରାଏଲ ମଧ୍ୟରେ ଏପରି କର୍ମ ନିଷେଧ। ଏହିପରି ଭୟଙ୍କର କାର୍ଯ୍ୟ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଉତ୍ତର କଲା, “ନା ନା, ମୋର ଭାଇ, ମୋତେ ଭ୍ରଷ୍ଟ ନ କର; କାରଣ ଇସ୍ରାଏଲ ମଧ୍ୟରେ ଏହିପରି କର୍ମ ନ କରାଯିବା ଉଚିତ। ତୁମ୍ଭେ ଏହି ମୂଢ଼ କର୍ମ ନ କର!
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଉତ୍ତର କଲା, “ନା ନା, ମୋର ଭାଇ, ମୋତେ ଭ୍ରଷ୍ଟ ନ କର; “କାରଣ ଇସ୍ରାଏଲ ମଧ୍ୟରେ ଏହିପରି କର୍ମ ନ କରାଯିବା ଉଚିତ୍।” ତୁମ୍ଭେ ଏହି ମୂଢ଼କର୍ମ ନ କର!