2 Samuel 13:14 — Compare Translations

5 translations compared side by side

Odia - 1840
"ତଥାପି ଅମ୍ ନୋନ ତାହାର କଥା ଶକ୍ସ୍ଟଣିଲା ନାହିଁ। ମାତ୍ର ସେ ତା'ଠାରକ୍ସ୍ଟ ବଳବାନ୍ ହବୋରକ୍ସ୍ଟ ତାହାକକ୍ସ୍ଟ ବଳତ୍କାର କରି ତା' ସଙ୍ଗେ ଶଯନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଅମ୍ନୋନ ତାହାର ରବ ଶୁଣିଲା ନାହିଁ; ମାତ୍ର ଆପେ ତାହା ଅପେକ୍ଷା ବଳବାନ ହେବାରୁ ତାହାକୁ ବଳାତ୍କାର କରି ତାହା ସଙ୍ଗେ ଶୟନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ଅମ୍ନୋନ ତାହାର କଥା ଶୁଣିଲା ନାହିଁ। ମାତ୍ର ସେ ତା’ଠାରୁ ବଳବାନ୍ ହେବାରୁ ତାହାକୁ ବଳତ୍କାର କରି ତା’ ସଙ୍ଗେ ଶୟନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଅମ୍ନୋନ ତାହାର ରବ ଶୁଣିଲା ନାହିଁ; ମାତ୍ର ଆପେ ତାହା ଅପେକ୍ଷା ବଳବାନ ହେବାରୁ ତାହାକୁ ବଳାତ୍କାର କରି ତାହା ସଙ୍ଗେ ଶୟନ କଲା।
Odia IRV 2017 (ଓଡିଆ ବାଇବେଲ)
ତଥାପି ଅମ୍ନୋନ ତାହାର ରବ ଶୁଣିଲା ନାହିଁ; ମାତ୍ର ଆପେ ତାହା ଅପେକ୍ଷା ବଳବାନ ହେବାରୁ ତାହାକୁ ବଳାତ୍କାର କରି ତାହା ସଙ୍ଗେ ଶୟନ କଲା।