2 Samuel 13:15 — Compare Translations
5 translations compared side by side
Odia - 1840
"ତା'ପରେ ଅମ୍ମାନେ ତାକକ୍ସ୍ଟ ଅତି ଘୃଣା କଲା, ସେ ତାକକ୍ସ୍ଟ ଯେପରି ପ୍ ରମେ କରିଥିଲା, ତା' ଅପେକ୍ଷା ଅଧିକ ଘୃଣା କଲା। ଏଣୁ ଅମ୍ ନୋନ ତାହାକକ୍ସ୍ଟ କହିଲା, ଉଠ ଏଠାରକ୍ସ୍ଟ ଗ୍ଭଲିୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅମ୍ନୋନ ତାହାକୁ ଅତିଶୟ ଘୃଣା କଲା; ସେ ତାହାକୁ ଯେପରି ପ୍ରେମ କରିଥିଲା, ତଦପେକ୍ଷା ଅଧିକ ଘୃଣା କଲା । ଏଣୁ ଅମ୍ନୋନ ତାହାକୁ କହିଲା, ଉଠ୍, ଯା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଅମ୍ନୋନ ତାକୁ ଅତି ଘୃଣା କଲା, ସେ ତାକୁ ଯେପରି ପ୍ରେମ କରିଥିଲା, ତା’ ଅପେକ୍ଷା ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, “ଉଠ ଏଠାରୁ ଗ୍ଭଲିଯାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଅମ୍ନୋନ ତାହାକୁ ଅତିଶୟ ଘୃଣା କଲା; ସେ ତାହାକୁ ଯେପରି ପ୍ରେମ କରିଥିଲା, ତାʼଠାରୁ ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, ଉଠ, ଯା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଅମ୍ନୋନ ତାହାକୁ ଅତିଶୟ ଘୃଣା କଲା; ସେ ତାହାକୁ ଯେପରି ପ୍ରେମ କରିଥିଲା, ତା’ଠାରୁ ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, ଉଠ୍, ଯା।