2 Samuel 13:16 — Compare Translations

5 translations compared side by side

Odia - 1840
"ସେଥି ରେ ସେ କହିଲା, ମାେତେ ଏହିପରି ଅବସ୍ଥା ରେ ଦୂ ରଇେ ଦିଅନାହିଁ। ତୁମ୍ଭେ ମାେ' ପ୍ରତି ବର୍ତ୍ତମାନ ଯାହା କଲ, ତା'ଠାରକ୍ସ୍ଟ ମଧ୍ଯ ଏହା ଅଧିକରୁ ଅଧିକ ମନ୍ଦ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ କହିଲା, ସେପରି ନ ହେଉ; କାରଣ ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତଦପେକ୍ଷା ମୋତେ ଏପରି ବାହାର କରିଦେବା ଅଧିକ ଅନ୍ୟାୟ । ମାତ୍ର ସେ ତାହା କଥା ଶୁଣିବାକୁ ଅସମ୍ମତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିରେ ସେ କହିଲା, “ମୋତେ ଏହିପରି ଅବସ୍ଥାରେ ଦୂରେଇ ଦିଅ ନାହିଁ। ତୁମ୍ଭେ ମୋ’ ପ୍ରତି ବର୍ତ୍ତମାନ ଯାହା କଲ, ତା’ଠାରୁ ମଧ୍ୟ ଏହା ଅଧିକରୁ ଅଧିକ ମନ୍ଦ ହେବ।” କିନ୍ତୁ ସେ ତା’ର କଥାକୁ ଶୁଣିଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ କହିଲା, “ସେପରି ନ ହେଉ! କାରଣ ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତା ଅପେକ୍ଷା ମୋତେ ଏପରି ବାହାର କରିଦେବା ଅଧିକ ଅନ୍ୟାୟ!” ମାତ୍ର ସେ ତାହା କଥା ଶୁଣିବାକୁ ଅସମ୍ମତ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ କହିଲା, “ସେପରି ନ ହେଉ! କାରଣ ତୁମ୍ଭେ ମୋ’ ପ୍ରତି ଯାହା କରିଅଛ, ତା ଅପେକ୍ଷା ମୋତେ ଏପରି ବାହାର କରିଦେବା ଅଧିକ ଅନ୍ୟାୟ!” ମାତ୍ର ସେ ତାହା କଥା ଶୁଣିବାକୁ ଅସମ୍ମତ ହେଲା।