2 Samuel 13:17 — Compare Translations

5 translations compared side by side

Odia - 1840
"ତା'ପରେ ଅମ୍ମାନେ ତା'ର ଦାସକକ୍ସ୍ଟ ଡାକି କହିଲା, ଏହାକକ୍ସ୍ଟ ମାେ ପାଖରକ୍ସ୍ଟ ବାହାର କରିଦିଅ, ଏବଂ କବାଟ ବନ୍ଦ କରିଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଅମ୍ନୋନ ଆପଣା ସେବାକାରୀ ଯୁବାକୁ ଡାକି କହିଲା, ଏଟାକୁ ଆମ୍ଭ କତିରୁ ବାହାର କରି ତାହା ପଛେ କବାଟରେ ଅର୍ଗଳ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଅମ୍ନୋନ ତା’ର ଦାସକୁ ଡାକି କହିଲା, “ଏହାକୁ ମୋ’ ପାଖରୁ ବାହାର କରିଦିଅ, ଏବଂ କବାଟ ବନ୍ଦ କରିଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଅମ୍ନୋନ ଆପଣା ସେବାକାରୀ ଯୁବାକୁ ଡାକି କହିଲା, “ତାମରକୁ ଆମ୍ଭ ନିକଟରୁ ବାହାର କରି କବାଟରେ ଅର୍ଗଳ ଦିଅ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଅମ୍ନୋନ ଆପଣା ସେବାକାରୀ ଯୁବାକୁ ଡାକି କହିଲା, “ତାମରକୁ ଆମ୍ଭ ନିକଟରୁ ବାହାର କରି କବାଟରେ ଅର୍ଗଳ ଦିଅ।”