2 Samuel 13:18 — Compare Translations

5 translations compared side by side

Odia - 1840
"ତେଣୁ ଅମ୍ ନୋନଙ୍କର ଦାସ ତାକକ୍ସ୍ଟ ଘରକ୍ସ୍ଟ ବାହାର କରି କଟାବ ବନ୍ଦ କରି ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାମର ଦେହରେ ଦୀର୍ଘ ଅଙ୍ଗରଖା ଥିଲା, କାରଣ ଅନୂଢ଼ା ରାଜକନ୍ୟାମାନେ ସେହି ପ୍ରକାର ବସ୍ତ୍ର ପିନ୍ଧନ୍ତି । ଏଥିରେ ଅମ୍ନୋନର ଦାସ ତାହାକୁ ବାହାରେ ଆଣି ତାହା ପଛେ କବାଟରେ ଅର୍ଗଳ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅମ୍ନୋନଙ୍କର ଦାସ ତାକୁ ଘରୁ ବାହାର କରି କବାଟ ବନ୍ଦ କରି ଦେଲା। ତାମର ଏକ ଦୀର୍ଘ ଛାପାବସ୍ତ୍ର ପିନ୍ଧି ଥିଲା, କାରଣ ଅନୁଢ଼ା ରାଜକନ୍ୟାମାନେ ସେହି ପ୍ରକାର ବସ୍ତ୍ର ପିନ୍ଧନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାମର ଦେହରେ ଲମ୍ବା ଅଙ୍ଗରଖା ଥିଲା, କାରଣ ଅନୂଢ଼ା ରାଜକନ୍ୟାମାନେ ସେହି ପ୍ରକାର ବସ୍ତ୍ର ପିନ୍ଧୁଥିଲେ। ଏଥିରେ ଅମ୍ନୋନର ଦାସ ତାହାକୁ ବାହାରେ ଆଣି ତାହା ପଛେ କବାଟରେ ଅର୍ଗଳ ଦେଲା।
Odia IRV 2017 (ଓଡିଆ ବାଇବେଲ)
ତାମର ଦେହରେ ଲମ୍ବା ଅଙ୍ଗରଖା ଥିଲା, କାରଣ ଅନୂଢ଼ା ରାଜକନ୍ୟାମାନେ ସେହି ପ୍ରକାର ବସ୍ତ୍ର ପିନ୍ଧୁଥିଲେ। ଏଥିରେ ଅମ୍ନୋନର ଦାସ ତାହାକୁ ବାହାରେ ଆଣି ତାହା ପଛେ କବାଟରେ ଅର୍ଗଳ ଦେଲା।