2 Samuel 13:19 — Compare Translations
5 translations compared side by side
Odia - 1840
"ଏଥି ରେ ଅମ୍ମାନରେ ଦାସ ତାହାକକ୍ସ୍ଟ ବାହା ରେ ଆଣି ତାହା ପେଛ ପେଛ କବାଟ ଦଇଦେବୋରକ୍ସ୍ଟ ସେ ନିଜର ମକ୍ସ୍ଟଣ୍ତ ରେ ଭସ୍ମ ଦଇେ ତାହା ଦହରେ ଦୀର୍ଘ୍ଯ ଅଙ୍ଗ ରଖାେ ଚିରି ଦଲୋ। ତା'ପରେ ସେ ମକ୍ସ୍ଟଣ୍ତ ରେ ହାତ ଦଇେ କାନ୍ଦି କାନ୍ଦି ସଠାେରକ୍ସ୍ଟ ପ୍ରସ୍ଥାନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତାମର ଆପଣା ମସ୍ତକରେ ଭସ୍ମ ଦେଇ ତାହା ଦେହର ଦୀର୍ଘ ଅଙ୍ଗରଖା ଚିରିଲା, ପୁଣି ସେ ଆପଣା ମସ୍ତକରେ ହସ୍ତ ଦେଇ କ୍ରନ୍ଦନ କରୁ କରୁ ଚାଲିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଅମ୍ନୋନର ଦାସ ତାହାକୁ ବାହାରେ ଆଣି ତାହା ପଛେ ପଛେ କବାଟ ଦେଇଦେବାରୁ ସେ ନିଜର ମୁଣ୍ଡରେ ଭସ୍ମ ଦେଇ ତାହା ଦେହର ଦୀର୍ଘ ଅଙ୍ଗରେଖା ଚିରି ଦେଲା। ତା’ପରେ ସେ ମୁଣ୍ଡରେ ହାତ ଦେଇ କାନ୍ଦି କାନ୍ଦି ସେଠାରୁ ପ୍ରସ୍ଥାନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତାମର ଆପଣା ମସ୍ତକରେ ଭସ୍ମ ଦେଇ ତାହା ଦେହର ଲମ୍ବା ଅଙ୍ଗରଖା ଚିରିଲା, ପୁଣି ସେ ଆପଣା ମସ୍ତକରେ ହସ୍ତ ଦେଇ କ୍ରନ୍ଦନ କରୁ କରୁ ଚାଲିଗଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ତାମର ଆପଣା ମସ୍ତକରେ ଭସ୍ମ ଦେଇ ତାହା ଦେହର ଲମ୍ବା ଅଙ୍ଗରଖା ଚିରିଲା, ପୁଣି ସେ ଆପଣା ମସ୍ତକରେ ହସ୍ତ ଦେଇ କ୍ରନ୍ଦନ କରୁ କରୁ ଚାଲିଗଲା।