2 Samuel 13:20 — Compare Translations

5 translations compared side by side

Odia - 1840
"ତକ୍ସ୍ଟମ୍ଭ ସହିତ ତୁମ୍ଭର ଭାଇ ଅମ୍ ନୋନ ଅଛି କି? ସେ ତୁମ୍ଭକୁ ଆଘାତ କଲା କି? ଭଉଣୀ, ଏବେ ତକ୍ସ୍ଟନି ହକ୍ସ୍ଟଅ, ସେ ତୁମ୍ଭର ଭାଇ, ଏ ବିଷଯ ରେ ଚିନ୍ତା କରି ବ୍ଯତିବ୍ଯସ୍ତ ହକ୍ସ୍ଟଅ ନାହିଁ। ଏହାପରେ ସେ ନିଜର ସହୋଦର ଅବଶା ଲୋମର ଗୃହ ରେ ରହିଲା। ଏବଂ ସେ କିଛି କହିଲା ନାହିଁ। ସେ ସଠାେରେ ବାସ କଲା ଓ ଏକାକି ଥିଲା ଓ ଉଦାସ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ତାହାର ଭାଇ ଅବଶାଲୋମ ତାହାକୁ ପଚାରିଲା, ତୁମ୍ଭ ଭାଇ ଅମ୍ନୋନ କି ତୁମ୍ଭର ସଂସର୍ଗ କରିଅଛି? ହେଉ, ଆମ୍ଭ ଭଗିନୀ, ଏବେ ତୁନି ହୁଅ, ସେ ତୁମ୍ଭର ଭାଇ; ଏ କଥା ମନେ ଧର ନାହିଁ । ତଦବଧି ତାମର ଉଦାସିନୀ ହୋଇ ଆପଣା ସହୋଦର ଅବଶାଲୋମର ଗୃହରେ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ସହିତ ତୁମ୍ଭର ଭାଇ ଅମ୍ନୋନ ଅଛି କି? “ସେ ତୁମ୍ଭକୁ ଆଘାତ କଲା କି? ଭଉଣୀ, ଏବେ ତୁନି ହୁଅ, ସେ ତୁମ୍ଭର ଭାଇ, ଏ ବିଷୟରେ ଚିନ୍ତା କରି ବ୍ୟତିବ୍ୟସ୍ତ ହୁଅ ନାହିଁ।” ଏହା ପରେ ସେ ନିଜର ସହୋଦର ଅବଶାଲୋମର ଗୃହରେ ରହିଲା। ଏବଂ ସେ କିଛି କହିଲା ନାହିଁ। ସେ ସେଠାରେ ବାସ କଲା ଓ ଏକାକି ଥିଲା ଓ ଉଦାସ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ତାହାର ଭାଇ ଅବଶାଲୋମ ତାହାକୁ କହିଲା, “ତୁମ୍ଭ ଭାଇ ଅମ୍ନୋନ କି ତୁମ୍ଭର ବଳାତ୍କାର କରିଅଛି? ହେଉ, ଆମ୍ଭ ଭଉଣୀ, ଏବେ ତୁନି ହୁଅ, ସେ ତୁମ୍ଭର ଭାଇ; ଏ କଥା ମନେ ଧର ନାହିଁ।” ତହିଁରେ ତାମର ଉଦାସିନୀ ହୋଇ ଆପଣା ସହୋଦର ଅବଶାଲୋମର ଗୃହରେ ରହିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ତାହାର ଭାଇ ଅବଶାଲୋମ ତାହାକୁ କହିଲା, “ତୁମ୍ଭ ଭାଇ ଅମ୍ନୋନ କି ତୁମ୍ଭର ବଳାତ୍କାର କରିଅଛି? ହେଉ, ଆମ୍ଭ ଭଉଣୀ, ଏବେ ତୁନି ହୁଅ, ସେ ତୁମ୍ଭର ଭାଇ; ଏ କଥା ମନେ ଧର ନାହିଁ।” ତହିଁରେ ତାମର ଉଦାସିନୀ ହୋଇ ଆପଣା ସହୋଦର ଅବଶାଲୋମର ଗୃହରେ ରହିଲା।