2 Samuel 13:22 — Compare Translations

5 translations compared side by side

Odia - 1840
"ଅବଶାଲୋମ ଅମ୍ମାନେକକ୍ସ୍ଟ ଭଲ କି ମନ୍ଦ କିଛି କହିଲା ନାହିଁ। କାରଣ ତାହାର ଭଉଣୀ ତାମରକକ୍ସ୍ଟ ବଳାତ୍କାର କରିବାରକ୍ସ୍ଟ ଅବଶା ଲୋମ ଅମ୍ ନୋନକକ୍ସ୍ଟ ଘୃଣା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଗିନୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ। କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା।