2 Samuel 13:23 — Compare Translations
5 translations compared side by side
Odia - 1840
"ଏହାପରେ ସଐୂର୍ଣ୍ଣ ଦକ୍ସ୍ଟଇ ବର୍ଷ ପରେ ଇଫ୍ରଯିମ ସୀମା ରେ ବାଲ୍ ହାତସୋର ରେ ଅବଶାଲୋମର ମଷେ ଲୋମ ଛଦନେ କଲା ଏବଂ ଅବଶା ଲୋମ ସମସ୍ତ ରାଜପୁତ୍ରଙ୍କୁ ନିମନ୍ତ୍ରଣ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସମ୍ପୂର୍ଣ୍ଣ ଦୁଇ ବର୍ଷ ଉତ୍ତାରେ ଇଫ୍ରୟିମ ନିକଟସ୍ଥ ବାଲହାତ୍ସୋରରେ ଅବଶାଲୋମର ମେଷଲୋମ ଛେଦନ ହେଲା; ତହୁଁ ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ନିମନ୍ତ୍ରଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମଙ୍କର ପ୍ରତିଶୋଧ ଏହା ପରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ପରେ ଇଫ୍ରୟିମ ସୀମାରେ ବାଲ୍ହାତ୍ସୋରରେ ଅବଶାଲୋମର ମେଷଲୋମ ଛେଦନ କଲା ଏବଂ ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ନିମନ୍ତ୍ରଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଉତ୍ତାରେ ଇଫ୍ରୟିମ ନିକଟସ୍ଥ ବାଲ-ହାସୋରରେ ଅବଶାଲୋମର ମେଷର ଲୋମ ଛେଦନ ହେଲା; ତହୁଁ ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ନିମନ୍ତ୍ରଣ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଉତ୍ତାରେ ଇଫ୍ରୟିମ ନିକଟସ୍ଥ ବାଲହାସୋରରେ ଅବଶାଲୋମର ମେଷର ଲୋମ ଛେଦନ ହେଲା; ତହୁଁ ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ନିମନ୍ତ୍ରଣ କଲା।