2 Samuel 13:24 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣି ଅବଶା ଲୋମ ରାଜାଙ୍କ ନିକଟକକ୍ସ୍ଟ ଆସିଲା ଓ କହିଲା, ଦେଖନ୍ତକ୍ସ୍ଟ ମାରେ ମଷଗେକ୍ସ୍ଟଡିକର ଲୋମ ଛଦନେ ହାଇେଛି, ଏଣୁ ମହାରାଜ ଓ ରାଜାଙ୍କ ଦାସମାନେ ଆପଣଙ୍କ ଏହି ଦାସ ସଙ୍ଗ ରେ ଆସନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବଶାଲୋମ ରାଜାଙ୍କ ନିକଟକୁ ଆସି କହିଲା, ଦେଖନ୍ତୁ, ଆପଣଙ୍କ ଦାସର ମେଷଲୋମ ଛେଦନ ହେଉଅଛି, ଏଣୁ ମହାରାଜ ଓ ରାଜାଙ୍କ ଦାସମାନେ ଆପଣଙ୍କ ଏହି ଦାସର ସଙ୍ଗରେ ଆସନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଅବଶାଲୋମ ରାଜାଙ୍କ ନିକଟକୁ ଆସିଲା ଓ କହିଲା, “ଦେଖନ୍ତୁ ମୋର ମେଷଗୁଡ଼ିକର ଲୋମ ଛେଦନ ହୋଇଛି, ଏଣୁ ମହାରାଜ ଓ ରାଜାଙ୍କ ଦାସମାନେ ଆପଣଙ୍କ ଏହି ଦାସ ସଙ୍ଗରେ ଆସନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅବଶାଲୋମ ରାଜାଙ୍କ ନିକଟକୁ ଆସି କହିଲା, “ଦେଖନ୍ତୁ, ଆପଣଙ୍କ ଦାସର ମେଷଲୋମ ଛେଦନ ହେଉଅଛି, ଏଣୁ ମହାରାଜ ଓ ରାଜାଙ୍କ ଦାସମାନେ ଆପଣଙ୍କ ଏହି ଦାସର ସଙ୍ଗରେ ଆସନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ଅବଶାଲୋମ ରାଜାଙ୍କ ନିକଟକୁ ଆସି କହିଲା, “ଦେଖନ୍ତୁ, ଆପଣଙ୍କ ଦାସର ମେଷଲୋମ ଛେଦନ ହେଉଅଛି, ଏଣୁ ମହାରାଜ ଓ ରାଜାଙ୍କ ଦାସମାନେ ଆପଣଙ୍କ ଏହି ଦାସର ସଙ୍ଗରେ ଆସନ୍ତୁ।”