2 Samuel 13:25 — Compare Translations

5 translations compared side by side

Odia - 1840
"ଏଥି ରେ ରାଜା ଅବଶାଲୋମକକ୍ସ୍ଟ କହିଲେ, ନାହିଁ ମାରେପକ୍ସ୍ଟତ୍ର, ଆମ୍ଭେ ସମସ୍ତେ ନ ଯାଉ, ଗଲେ ତକ୍ସ୍ଟମ୍ଭ ପ୍ରତି ଭାରସ୍ବରୂପ ହବେକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ଅବଶାଲୋମକୁ କହିଲେ, ନାହିଁ, ମୋହର ପୁତ୍ର, ଆମ୍ଭେ ସମସ୍ତେ ନ ଯାଉ, ଗଲେ ତୁମ୍ଭ ପ୍ରତି ଭାର ସ୍ଵରୂପ ହେବୁ । ମାତ୍ର ସେ ବହୁତ ବଳାଇଲା; ତେବେ ହେଁ ରାଜା ଯିବାକୁ ସମ୍ମତ ନୋହି ତାହାକୁ ଆଶୀର୍ବାଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ରାଜା ଅବଶାଲୋମକୁ କହିଲେ, “ନାହିଁ ମୋର ପୁତ୍ର, ଆମ୍ଭେ ସମସ୍ତେ ନ ଯାଉ, ଗଲେ ତୁମ୍ଭ ପ୍ରତି ଭାରସ୍ୱରୂପ ହେବୁ।” ମାତ୍ର ସେ ବହୁତ ବଳାଇଲା। ତେବେ ହିଁ ରାଜା ଯିବାକୁ ସମ୍ମତ ନୋହି ତାହାକୁ ଆଶୀର୍ବାଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା ଅବଶାଲୋମଙ୍କୁ କହିଲେ, “ନାହିଁ, ମୋହର ପୁତ୍ର, ଆମ୍ଭେ ସମସ୍ତେ ନ ଯାଉ, ଗଲେ ତୁମ୍ଭ ପ୍ରତି ଭାର ସ୍ୱରୂପ ହେବୁ।” ମାତ୍ର ସେ ବହୁତ ବାଧ୍ୟ କଲା; ତଥାପି ରାଜା ଯିବାକୁ ସମ୍ମତ ନ ହୋଇ ତାହାକୁ ଆଶୀର୍ବାଦ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା ଅବଶାଲୋମକୁ କହିଲେ, “ନାହିଁ, ମୋହର ପୁତ୍ର, ଆମ୍ଭେ ସମସ୍ତେ ନ ଯାଉ, ଗଲେ ତୁମ୍ଭ ପ୍ରତି ଭାର ସ୍ୱରୂପ ହେବୁ।” ମାତ୍ର ସେ ବହୁତ ବାଧ୍ୟ କଲା; ତଥାପି ରାଜା ଯିବାକୁ ସମ୍ମତ ନୋହି ତାହାକୁ ଆଶୀର୍ବାଦ କଲେ।