2 Samuel 13:26 — Compare Translations

5 translations compared side by side

Odia - 1840
"ଏଥି ରେ ଅବଶା ଲୋମ କହିଲା, ଯଦି ଆପଣ ଆସକ୍ସ୍ଟନାହାନ୍ତି, ତବେେ ମାରେ ଭାଇ ଅମ୍ମାନେକକ୍ସ୍ଟ ଆମ ସଙ୍ଗ ରେ ୟିବାକକ୍ସ୍ଟ ଅନକ୍ସ୍ଟମତି ଦିଅନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଅବଶାଲୋମ କହିଲା, ଯେବେ ଏହା ନ ହୁଏ, ତେବେ ଆପଣ ଆମ୍ଭ ଭାଇ ଅମ୍ନୋନକୁ ଆମ୍ଭମାନଙ୍କ ସଙ୍ଗରେ ଯିବାକୁ ଦେଉନ୍ତୁ । ତେବେ ରାଜା ତାହାକୁ କହିଲେ, ସେ କାହିଁକି ତୁମ୍ଭ ସଙ୍ଗେ ଯିବ?
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଅବଶାଲୋମ କହିଲା, “ଯଦି ଆପଣ ଆସୁନାହାନ୍ତି, ତେବେ ମୋର ଭାଇ ଅମ୍ନୋନକୁ ଆମ ସଙ୍ଗରେ ଯିବାକୁ ଅନୁମତି ଦିଅନ୍ତୁ।” ରାଜା ତାଙ୍କୁ କହିଲେ, “ସେ କାହିଁକି ତୁମ୍ଭ ସଙ୍ଗେ ଯିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଅବଶାଲୋମ କହିଲା, “ଯେବେ ଏହା ନ ହୁଏ, ତେବେ ଆପଣ ଆମ୍ଭ ଭାଇ ଅମ୍ନୋନକୁ ଆମ୍ଭମାନଙ୍କ ସଙ୍ଗରେ ଯିବାକୁ ଦିଅନ୍ତୁ।” ତେବେ ରାଜା ତାହାକୁ କହିଲେ, “ଅମ୍ନୋନ କାହିଁକି ତୁମ୍ଭ ସଙ୍ଗେ ଯିବ?”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଅବଶାଲୋମ କହିଲା, “ଯେବେ ଏହା ନ ହୁଏ, ତେବେ ଆପଣ ଆମ୍ଭ ଭାଇ ଅମ୍ନୋନକୁ ଆମ୍ଭମାନଙ୍କ ସଙ୍ଗରେ ଯିବାକୁ ଦିଅନ୍ତୁ।” ତେବେ ରାଜା ତାହାକୁ କହିଲେ, “ଅମ୍ନୋନ କାହିଁକି ତୁମ୍ଭ ସଙ୍ଗେ ଯିବ?”