2 Samuel 13:27 — Compare Translations

5 translations compared side by side

Odia - 1840
"ମାତ୍ର ଅବଶାଲୋମ ବଳାଇବାରକ୍ସ୍ଟ ରାଜା ଅମ୍ ନୋନକକ୍ସ୍ଟ ଓ ସବୁ ରାଜ ପକ୍ସ୍ଟତ୍ରଙ୍କକ୍ସ୍ଟ ତାହା ସଙ୍ଗେ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅବଶାଲୋମ ବଳାଇବାରୁ ରାଜା ଅମ୍ନୋନକୁ ଓ ସବୁ ରାଜପୁତ୍ରଙ୍କୁ ତାହା ସଙ୍ଗେ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଅବଶାଲୋମ ବଳାଇବାରୁ ରାଜା ଅମ୍ନୋନକୁ ଓ ସବୁ ରାଜ ପୁତ୍ରଙ୍କୁ ତାହା ସଙ୍ଗେ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅବଶାଲୋମ ବାଧ୍ୟ କରିବାରୁ ରାଜା ଅମ୍ନୋନକୁ ଓ ସବୁ ରାଜପୁତ୍ରଙ୍କୁ ତାହା ସଙ୍ଗେ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅବଶାଲୋମ ବାଧ୍ୟ କରିବାରୁ ରାଜା ଅମ୍ନୋନକୁ ଓ ସବୁ ରାଜପୁତ୍ରଙ୍କୁ ତାହା ସଙ୍ଗେ ପଠାଇଲେ।