2 Samuel 13:28 — Compare Translations

5 translations compared side by side

Odia - 1840
"ଏହାପରେ ଅବଶା ଲୋମ ନିଜର ସବେକମାନଙ୍କୁ ଆଜ୍ଞା ଦେଲେ ଓ କହିଲେ, ଅମ୍ ନୋନକକ୍ସ୍ଟ ଜଗିଥାଅ, ଯେତବେେଳେ ସେ ଟିକେ ମାତାଲ ହବେ, ଦ୍ରାକ୍ଷାରସରକ୍ସ୍ଟ ଉତ୍ତମ ଅନକ୍ସ୍ଟଭବ କରିବ, ମାେ ଆଦେଶ ଅନକ୍ସ୍ଟକରଣ କରି ତାକକ୍ସ୍ଟ ହତ୍ଯା କର। ଭୟ କର ନାହିଁ, ମୁ କ'ଣ ତୁମ୍ଭମାନଙ୍କୁ ଆଜ୍ଞା ଦଇନୋହିଁ, ବଳବାନ୍ ଏବଂ ସାହସି ହକ୍ସ୍ଟଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ଅମ୍ନୋନକୁ ମାର, ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କʼଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ନୋନଙ୍କର ହତ୍ୟା ଏହା ପରେ ଅବଶାଲୋମ ନିଜର ସେବକମାନଙ୍କୁ ଆଜ୍ଞା ଦେଲେ ଓ କହିଲେ, “ଅମ୍ନୋନକୁ ଜଗି ଥାଅ, ଯେତେବେଳେ ସେ ଟିକେ ମାତାଲ ହେବ, ଦ୍ରକ୍ଷାରସରୁ ଉତ୍ତମ ଅନୁଭବ କରିବ, ମୋ’ ଆଦେଶ ଅନୁକରଣ କରି ତାକୁ ହତ୍ୟା କର। ଭୟ କର ନାହିଁ, ମୁଁ କ’ଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ, ବଳବାନ୍ ଏବଂ ସାହସୀ ହୁଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କʼଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କ’ଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”