2 Samuel 13:29 — Compare Translations
5 translations compared side by side
Odia - 1840
"ଅବଶାଲୋମର ଲୋକମାନେ ଗଲେ ଓ ଅବଶା ଲୋମର ଆଜ୍ଞାନକ୍ସ୍ଟସା ରେ ଅମ୍ ନୋନକକ୍ସ୍ଟ ହତ୍ଯା କଲେ। ତେଣୁ ରାଜପକ୍ସ୍ଟତ୍ରମାନେ ସମସ୍ତେ ଉଠି ପ୍ରେତ୍ୟକକ ନିଜ ନିଜ ଖଚର ଉପରେ ଚଢି ପଳାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଅବଶାଲୋମର ଆଜ୍ଞା ପ୍ରମାଣେ ଅବଶାଲୋମର ଯୁବାମାନେ ଅମ୍ନୋନ ପ୍ରତି କଲେ । ତହୁଁ ରାଜପୁତ୍ର ସମସ୍ତେ ଉଠି ପ୍ରତ୍ୟେକେ ଆପଣା ଆପଣା ଖଚର ଉପରେ ଚଢ଼ି ପଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମର ଲୋକମାନେ ଗଲେ ଓ ଅବଶାଲୋମର ଆଜ୍ଞାନୁସାରେ ଅମ୍ନୋନକୁ ହତ୍ୟା କଲେ। ତେଣୁ ରାଜପୁତ୍ରମାନେ ସମସ୍ତେ ଉଠି ପ୍ରତ୍ୟେକ ନିଜ ନିଜ ଖଚର ଉପରେ ଚଢ଼ି ପଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଅବଶାଲୋମର ଆଜ୍ଞା ପ୍ରମାଣେ ଅବଶାଲୋମର ଯୁବାମାନେ ଅମ୍ନୋନ ପ୍ରତି କଲେ। ତହୁଁ ରାଜପୁତ୍ର ସମସ୍ତେ ଉଠି ପ୍ରତ୍ୟେକେ ଆପଣା ଆପଣା ଖଚର ଉପରେ ଚଢ଼ି ପଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଅବଶାଲୋମର ଆଜ୍ଞା ପ୍ରମାଣେ ଅବଶାଲୋମର ଯୁବାମାନେ ଅମ୍ନୋନ ପ୍ରତି କଲେ। ତହୁଁ ରାଜପୁତ୍ର ସମସ୍ତେ ଉଠି ପ୍ରତ୍ୟେକେ ଆପଣା ଆପଣା ଖଚର ଉପରେ ଚଢ଼ି ପଳାଇଲେ।