2 Samuel 13:3 — Compare Translations

5 translations compared side by side

Odia - 1840
"ଅମ୍ମାନଙ୍କେର ଯୋନାଦବ ନାମକ ଜଣେ ଚତକ୍ସ୍ଟର ବନ୍ଧକ୍ସ୍ଟ ଥିଲା, ୟିଏକି ଶିମିଯର ପକ୍ସ୍ଟତ୍ର। ଶିମିଯ ଦାଉଦଙ୍କର ଭାଇ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍ ଅତି ଚତୁର ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ନୋନର ଯୋନାଦବ୍ ନାମକ ଜଣେ ଚତୁର ବନ୍ଧୁ ଥିଲା, ଯିଏ କି ଶିମିୟର ପୁତ୍ର। ଶିମିୟ ଦାଉଦଙ୍କର ଭାଇ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍‍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍‍ ଅତି ଚତୁର।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍‍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍‍ ଅତି ଚତୁର।