2 Samuel 13:30 — Compare Translations
5 translations compared side by side
Odia - 1840
"ତଥାପି ସମାନେେ ବାଟରେ ଥିଲେ। ଦାଉଦ ନିକଟରେ ସମ୍ବାଦ ଉପସ୍ଥିତ ହେଲା ଯେ, ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ବଧ କରିଅଛି, ସମାନଙ୍କେ ମଧ୍ଯରକ୍ସ୍ଟ ଜଣେ ଅବଶିଷ୍ଟ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବାଟରେ ଥାଉ ଥାଉ ଦାଉଦଙ୍କ ନିକଟରେ ସମ୍ଵାଦ ଉପସ୍ଥିତ ହେଲା ଯେ, ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ବଧ କରିଅଛି, ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ନୋନଙ୍କର ମୃତ୍ୟୁ ବିଷୟରେ ଦାଉଦ ଶୁଣିଲେ ସେମାନେ ବାଟରେ ଥିଲେ। ଦାଉଦ ନିକଟରେ ସମ୍ବାଦ ଉପସ୍ଥିତ ହେଲା ଯେ, “ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ବଧ କରିଅଛି, ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବାଟରେ ଥାଉ ଥାଉ ଦାଉଦଙ୍କ ନିକଟରେ ସମ୍ବାଦ ଉପସ୍ଥିତ ହେଲା ଯେ, “ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ବଧ କରିଅଛି, ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ବାଟରେ ଥାଉ ଥାଉ ଦାଉଦଙ୍କ ନିକଟରେ ସମ୍ବାଦ ଉପସ୍ଥିତ ହେଲା ଯେ, “ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ବଧ କରିଅଛି, ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ନାହିଁ।”