2 Samuel 13:31 — Compare Translations
5 translations compared side by side
Odia - 1840
"ତହିଁରେ ରାଜା ଉଠି ଆପଣା ବସ୍ତ୍ର ଚିରି ଭୂମିରେ ଲମ୍ବ ହାଇେ ପଡିଲେ ଓ ତାଙ୍କର ଦାସ ସମସ୍ତେ ନିଜ ନିଜର ବସ୍ତ୍ର ଚିରି ତାହାଙ୍କ ନିକଟରେ ଠିଆ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜା ଉଠି ଆପଣା ବସ୍ତ୍ର ଚିରି ଭୂମିରେ ଲମ୍ଵ ହୋଇ ପଡ଼ିଲେ ଓ ତାଙ୍କର ଦାସ ସମସ୍ତେ ଆପଣା ଆପଣା ବସ୍ତ୍ର ଚିରି ତାଙ୍କ ନିକଟରେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ରାଜା ଉଠି ଆପଣା ବସ୍ତ୍ର ଚିରି ଭୂମିରେ ଲମ୍ବ ହୋଇ ପଡ଼ିଲେ ଓ ତାଙ୍କର ଦାସ ସମସ୍ତେ ନିଜ ନିଜର ବସ୍ତ୍ର ଚିରି ତାହାଙ୍କ ନିକଟରେ ଠିଆ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜା ଉଠି ଆପଣା ବସ୍ତ୍ର ଚିରି ଭୂମିରେ ଲମ୍ବ ହୋଇ ପଡ଼ିଲେ ଓ ତାଙ୍କର ଦାସ ସମସ୍ତେ ଆପଣା ଆପଣା ବସ୍ତ୍ର ଚିରି ତାଙ୍କ ନିକଟରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜା ଉଠି ଆପଣା ବସ୍ତ୍ର ଚିରି ଭୂମିରେ ଲମ୍ବ ହୋଇ ପଡ଼ିଲେ ଓ ତାଙ୍କର ଦାସ ସମସ୍ତେ ଆପଣା ଆପଣା ବସ୍ତ୍ର ଚିରି ତାଙ୍କ ନିକଟରେ ଠିଆ ହେଲେ।