2 Samuel 13:32 — Compare Translations
5 translations compared side by side
Odia - 1840
"ସେତବେେଳେ ଦାଉଦଙ୍କର ଭାଇ ଶିମିଯର ପକ୍ସ୍ଟତ୍ର ଯୋନାଦବ ପହଞ୍ଚିଲା ଓ କହିଲା, ନା! ସମସ୍ତଙ୍କକ୍ସ୍ଟ ହତ୍ଯା କରାୟାଇ ନାହିଁ। ମାତ୍ର ଅମ୍ ନୋନକକ୍ସ୍ଟ ହତ୍ଯା କରାଗଲା। ଅମ୍ ନୋନ ତାମରକକ୍ସ୍ଟ ଧର୍ଷଣ କରିବା ଦିନଠାରକ୍ସ୍ଟ ଅବଶା ଲୋମ ଏହି ଷଡୟନ୍ତ୍ର କରି ଆସକ୍ସ୍ଟଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍ ଉତ୍ତର ଦେଇ କହିଲା, ସେମାନେ ରାଜକୁମାର ସମସ୍ତଙ୍କୁ ବଧ କରିଅଛନ୍ତି ବୋଲି ମୋହର ପ୍ରଭୁ ବୋଧ ନ କରନ୍ତୁ; କେବଳ ଅମ୍ନୋନ ମରିଅଛି, କାରଣ ଅବଶାଲୋମର ଭଗିନୀ ତାମରକୁ ଅମ୍ନୋନ ବଳାତ୍କାର କରିବା ଦିନାବଧି ଅବଶାଲୋମର ମୁଖରେ ଏହା ସ୍ଥିରୀକୃତ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଦାଉଦଙ୍କର ଭାଇ ଶିମିୟର ପୁତ୍ର ଯୋନାଦବ୍ ପହଞ୍ଚିଲା ଓ କହିଲା, “ନା! ସମସ୍ତଙ୍କୁ ହତ୍ୟା କରାଯାଇ ନାହିଁ। ମାତ୍ର ଅମ୍ନୋନକୁ ହତ୍ୟା କରାଗଲା। ଅମ୍ନୋନ ତାମରକୁ ଧର୍ଷଣ କରିବା ଦିନଠାରୁ ଅବଶାଲୋମ ଏହି ଷଡ଼ଯନ୍ତ୍ର କରି ଆସୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍ ଉତ୍ତର ଦେଇ କହିଲା, “ସେମାନେ ରାଜକୁମାର ସମସ୍ତଙ୍କୁ ବଧ କରିଅଛନ୍ତି ବୋଲି ମୋହର ପ୍ରଭୁ ବୋଧ ନ କରନ୍ତୁ; କେବଳ ଅମ୍ନୋନ ମରିଅଛି, କାରଣ ଅବଶାଲୋମର ଭଗିନୀ ତାମରକୁ ଅମ୍ନୋନ ବଳାତ୍କାର କରିବା ଦିନାବଧି ଅବଶାଲୋମର ମୁଖରେ ଏହା ସ୍ଥିରୀକୃତ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)